ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ବର, ୨୬।୭: ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ। ଅପରାହ୍ଣ ୪ଟା ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଫଳାଫଳ ପ୍ରକାଶ ପାଇବ ବୋଲି ଜଣାପଡ଼ିଛି। ଯୁକ୍ତ ଦୁଇ…
Read More...

ଭୁବନେଶ୍ୱରର ନାଇଜରରେ ହେବ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, ୨୬।୭: ଭୁବନେଶ୍ୱର ନାଇଜର କ୍ୟାମ୍ପସଠାରେ ଭାରତ ସରକାରଙ୍କ ଆଟୋମିକ୍ ଏନର୍ଜି ଡିପାର୍ଟମେଣ୍ଟ ଓ ଟାଟା ଟ୍ରଷ୍ଟ ସହଯୋଗରେ ୬୫୦ କୋଟି ଟଙ୍କା ବ୍ୟୟରେ ଏକ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ନିର୍ମାଣ କରାଯିବା…
Read More...

ସମ୍‌ରେ ସୁସ୍ଥ ହେଲେ ବିରଳ ରକ୍ତଜନିତ ସମସ୍ୟା ଥିବା ଗୁରୁତର ରୋଗୀ

ଭୁବନେଶ୍ୱର, ୨୬/୦୭: ବିରଳ ରକ୍ତଜନିତ ସମସ୍ୟାର ଶିକାର ହୋଇଥିବା ଜଣେ ୩୦ ବର୍ଷୀୟା ମହିଳା ଇନ୍‌ଷ୍ଟିଚ୍ୟୁଟ୍ ଅଫ୍‌ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେବା ପରେ ସୁସ୍ଥ ହୋଇ ଘରକୁ…
Read More...

ରାଜ୍ୟରେ ଖାଲିପଡ଼ିଛି ୧୯୭୫ଟି ଡାକ୍ତର ପଦବୀ

ଭୁବନେଶ୍ବର, ୨୫।୭: ରାଜ୍ୟରେ ବର୍ତ୍ତମାନ ୧୯୭୫ଟି ଡାକ୍ତର ପଦବୀ ଖାଲି ପଡ଼ିଛି। ସେହିପରି ୧୩୫୧ ବିଶେଷଜ୍ଞ ପଦବୀ ବି ଖାଲିପଡ଼ିଛି। ଯେଉଁଥିରେ ସର୍ବାଧିକ ୩୬୧ ଶିଶୁରୋଗ ବିଶେଷଜ୍ଞ ପଦବୀ ଖାଲି ପଡ଼ିଥିବା ବେଳେ ୨୭୦…
Read More...

ଦାୟିତ୍ବ ଗ୍ରହଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ, ୨୫।୭: ଆଜି ଶପଥ ଗ୍ରହଣ କରିସାରିବା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସଂସଦରୁ ରାଷ୍ଟ୍ରପତି ଭବନକୁ ପ୍ରତ୍ୟାବର୍ତ୍ତନ କରି କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଦାୟିତ୍ବ ହସ୍ତାନ୍ତର ବେଳେ ବିଦାୟୀ…
Read More...

ଆଉ ନାହାନ୍ତି ଟେଲି ଅଭିନେତ୍ରୀ ରାଜେଶ୍ବରୀ ରାୟ

ଭୁବନେଶ୍ଵର, ୨୧/୦୭: ଆରପାରିରେ ଟେଲି ଅଭିନେତ୍ରୀ ରାଜେଶ୍ଵରୀ ରାୟ। ଚିକିତ୍ସାଧୀନ ଅବସ୍ଥାରେ ରାତି ୨ଟା ୨୫ରେ ତାଙ୍କର ବିୟୋଗ ହୋଇଥିବା ସୂଚନା ମିଳିଛି। ସେ କ୍ୟାନସରରେ ପୀଡ଼ିତ ଥିଲେ। ବୁଧବାର ବିଳମ୍ବିତ ରାତିରେ…
Read More...

ଖୁବଶୀଘ୍ର ନିଯୁକ୍ତି ପାଇବେ ୧୧୪୦୩ ହାଇସ୍କୁଲ ଶିକ୍ଷକ: ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ, ୨୧।୭: ଶିକ୍ଷକ ନିଯୁକ୍ତି ନେଇ ଗତ ମେ ମାସରେ ପ୍ରକାଶ ପାଇଥିବା ସରକାରୀ ବିଜ୍ଞପ୍ତି ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଥିଲେ। ପୂର୍ବ ରହିତାଦେଶକୁ  ହାଇକୋର୍ଟ ହଟାଇ ନେଇଛନ୍ତି। ଶିକ୍ଷକ ନିଯୁକ୍ତି ନେଇ ଯେଉଁ…
Read More...

ରାଷ୍ଟ୍ରପତି ନିର୍ବାଚନରେ ଦ୍ରୌପଦୀ ମୁର୍ମୁଙ୍କ ଐତହାସିକ ବିଜୟ

ନୂଆଦିଲ୍ଲୀ, ୨୧।୭: ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କ ଐତିହାସିକ ବିଜୟ। ବିପୁଳ ଭୋଟରେ ରାଷ୍ଟ୍ରପତି ନିର୍ବାଚନ ଜିତିଛନ୍ତି ଦ୍ରୌପଦୀ ମୁର୍ମୁ। ସେ ତାଙ୍କ ନିକଟତମ ପ୍ରାର୍ଥୀ ଯଶୱନ୍ତ ସିହ୍ନାଙ୍କୁ ଏକତରଫା ଭାବେ ପରାସ୍ତ…
Read More...

ଝରଣା ପାଣି କାଶୀପୁରରେ ଝାଡ଼ାବାନ୍ତିର କାରଣ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର, ୨୦।୭: ଦୂଷିତ ଝରଣା ପାଣି ହିଁ ରାୟଗଡ଼ା ଜିଲ୍ଲାର କାଶୀପୁରରେ ବ୍ୟାପିଥିବା ଝାଡ଼ାବାନ୍ତିର କାରଣ। ସେଠାରେ ଭିବ୍ରିଓ କଲେରା ବୀଜାଣୁ ଠାବ ହୋଇଥିବା ବେଳେ ଏହାର ମୂଳ ସଂକ୍ରମଣ ପାଣି ଉତ୍ସରୁ ହିଁ ଆରମ୍ଭ ହୋଇଛି…
Read More...

ଜୀବ ବିଜ୍ଞାନ ପ୍ରତିଷ୍ଠାନର ନିର୍ଦ୍ଦେଶକ ଡ. ଅଜୟ ପରିଡ଼ାଙ୍କ ପରଲୋକ

ଭୁବନେଶ୍ଵର, ୧୯/୦୭ : ଆଇଏଲ୍‌ଏସ୍ ନିର୍ଦ୍ଦେଶକ ଡାକ୍ତର ଅଜୟ ପରିଡ଼ାଙ୍କ ପରଲୋକ। ଗୌହାଟୀରେ ଅଜୟ ପରିଡ଼ାଙ୍କ ଦେହାନ୍ତ ହୋଇଥିବା ଆଇଏଲଏସ୍ ପକ୍ଷରୁ ସୂଚନା ଦିଆଯାଇଛି। ସେ ଗୌହାଟୀକୁ ଏକ କନଫରେନ୍ସରେ ଯୋଗ ଦେବାକୁ…
Read More...