କାକଟପୁର ତହସିଲଦାରଙ୍କୁ ହାଇକୋର୍ଟଙ୍କ ଦଣ୍ଡ

କଟକ, ୨୦।୫: ବେପରୱା ଭାବେ ସାଧାରଣଙ୍କ ପାଇଁ ନ୍ୟାୟ କରିବା କାକଟପୁର ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ଏଥିପାଇଁ ତହସିଲଦାରଙ୍କୁ ଦଣ୍ଡ ସ୍ୱରୂପ ୫୦ଟି ଗଛ ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। କଟକ ସିଡିଏର…
Read More...

ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ଭୁବନେଶ୍ବର, ୨୦।୫: ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ-୨୦୨୦ ଉପରେ ଆଜି ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ବିଶ୍ୱବିଦ୍ୟାଳୟ ମଞ୍ଜୁରୀ ଆୟୋଗ(ୟୁଜିସି) ପକ୍ଷରୁ ଦାଏର ଏକ ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟ…
Read More...

ମେ’ ୩୧ରେ ହେବାକୁ ଥିବା ଯୁକ୍ତ ୨ ପରୀକ୍ଷା ଜୁନ୍‌ ୪ରେ ହେବ

ଭୁବନେଶ୍ବର, ୨୦।୫: ଏପ୍ରିଲ ୨୮ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଏହା ମେ’ ୩୧ ତାରିଖରେ ଶେଷ ହେବାର ଥିଲା। ତେବେ ମେ’ ୩୧ ତାରିଖରେ ହେବାକୁ ଥିବା ପରୀକ୍ଷାଗୁଡ଼ିକୁ ଆଜି ଘୁଞ୍ଚାଇ ଦେଇଛି ଉଚ୍ଚ…
Read More...

କଟକ ଚଣ୍ଡୀ ପୀଠର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର, ୧୯।୫ କଟକର ଅଧିଷ୍ଠାତ୍ରୀ ଦେବୀ ମା’ କଟକ ଚଣ୍ଡୀ ପୀଠର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏଥିପାଇଁ ଖର୍ଚ୍ଚ ହେବ ୭୦ କୋଟି ଟଙ୍କା । ଭକ୍ତ ମାନଙ୍କ ପାଇଁ ବିଭନ୍ନ…
Read More...

ଜିଏସ୍‌ଟି ପରିଷଦର ସୁପାରିଶ କେନ୍ଦ୍ର ଓ ରାଜ୍ୟ ମାନିବାକୁ ବାଧ୍ୟ ନୁହନ୍ତି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୯।୫: ଜିଏସ୍‌ଟି ପରିଷଦର ସୁପାରିଶ କେନ୍ଦ୍ର ଓ ରାଜ୍ୟ ସରକାର ମାନିବାକୁ ବାଧ୍ୟ ନୁହନ୍ତି। ଏହା କହିଛନ୍ତି ସୁପ୍ରିମକୋର୍ଟ। ଜଷ୍ଟିସ୍‌ ଡି.ୱାଇ ଚନ୍ଦ୍ରଚୂଡ଼ ଏହି ମାମଲାର ଶୁଣାଣି କରି ଉପରୋକ୍ତ ରାୟ…
Read More...

କଂଗ୍ରେସ ନେତା ନବଜୋତ ସିଂହ ସିଦ୍ଧୁଙ୍କୁ ବର୍ଷେ ଜେଲ୍

ନୂଆଦିଲ୍ଲୀ, ୧୯।୫: କଂଗ୍ରେସ ନେତା ତଥା ପୂର୍ବତନ ପଞ୍ଜାବ କଂଗ୍ରେସ ଅଧ୍ୟକ୍ଷ ନବଜୋତ ସିଂହ ସିଦ୍ଧୁଙ୍କୁ ବର୍ଷେ ଜେଲ୍‌। ୩୪ ବର୍ଷ ପୁରୁଣା ଏକ ପାର୍କିଂକୁ ନେଇ ଦାଦାଗିରି ମାମଲାରେ ସିଦ୍ଧୁଙ୍କୁ ଏକ ବର୍ଷ ପାଇଁ ଜେଲ୍‌…
Read More...

ପ୍ରତିଷ୍ଠା ହେଲା ମା’ ତାରାତାରିଣୀଙ୍କ ନୂତନ ଭବ୍ୟ ମନ୍ଦିର

ଛତ୍ରପୁର, ୧୮।୫: ଗଞ୍ଜାମ ଜିଲ୍ଲା ଆଜି ଉତ୍ସବମୁଖର। ଜିଲ୍ଲାର ସବୁ ରାସ୍ତା ଆଜି ଯାଇ ପହଞ୍ଚିଛି ମା’ ତାରାତାରିଣୀଙ୍କ ପୀଠରେ। ଲୋକଙ୍କ ସୁଅ ଛୁଟିଛି ରତ୍ନଗିରି ପାହାଡ଼କୁ, ମା’ଙ୍କ ଆସ୍ଥାନକୁ। ଗଞ୍ଜାମର ଆରାଧ୍ୟ ଦେବୀ…
Read More...

ରାଜ୍ୟ କ୍ୟାବିନେଟରେ ମଞ୍ଜୁର ହେଲା ୩୨ ପ୍ରସ୍ତାବ

ଭୁବନେଶ୍ୱର, ୧୮।୫: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୩୨ଟି ପ୍ରସ୍ତାବକୁ ମଂଜୁରି ମିଳିଛି। ଏଥିରେ ପାନୀୟ ଜଳ ଯୋଗାଣକୁ ପ୍ରାଥମିକତା ଦିଆଯାଇଛି। ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗଣମାଧ୍ୟମକୁ…
Read More...

ସମ୍‌ ହସ୍‌ପିଟାଲରେ ଜଟିଳ ଚିକିତ୍ସା

ଭୁବନେଶ୍ୱର, ୧୭।୫: ଓଡ଼ିଶାରେ ପ୍ରଥମ ଥର ପାଇଁ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ୍‌ ସାଇନ୍‌ସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲ୍‌ରେ ଜଣେ ଲିମ୍ଫୋମା ରୋଗୀଙ୍କ ଶରୀରରେ ସଫଳତାର ସହ ଅଟୋଲଗସ୍‌ ଷ୍ଟେମ୍‌ ସେଲ୍‌ ପ୍ରତ୍ୟାରୋପଣ…
Read More...

ଆଠଗଡ଼ ହକରଙ୍କୁ ପରିଚୟ ପତ୍ର ପ୍ରଦାନ କଲେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ

ଆଠଗଡ଼, ୧୭।୫: ଦୈନିକ ଖବରକାଗଜ ବିତରଣରେ ହକର୍‌(ଖବରକାଗଜ ବିତରକ) ଏକ ମୁଖ୍ୟ ଭୂମିକା ନିର୍ବାହ କରନ୍ତି। ଏହି ପରିପରେକ୍ଷୀରେ ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ  ଆଠଗଡ଼ ଉପଜିଲ୍ଲାପାଳଙ୍କ ସମ୍ମିଳନୀ…
Read More...