ପ୍ରକାଶ ପାଇଲା ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ବିଜ୍ଞପ୍ତି

ଭୁବନେଶ୍ବର, ୪।୫: ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ  ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ରିଟର୍ଣ୍ଣିଂ ଅଫିସର ତଥା ଉପଜିଲ୍ଲାପାଳଙ୍କ ପକ୍ଷରୁ ଏନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଫଳରେ ଆଜିଠାରୁ ଆରମ୍ଭ ହେବ…
Read More...

ବହୁ ମାତ୍ରାରେ ଅତ୍ୟାବଶ୍ୟକ ସାମଗ୍ରୀ କିଣି ଗଚ୍ଛିତ କରନ୍ତୁ ନାହିଁ

ଭୁବନେଶ୍ବର, ୪।୫: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଗକୁ କେତେ ଘନୀଭୂତ ହେବ, ବାତ୍ୟା ରୂପ ନେବ କି ନାହିଁ, କେଉଁଠାରେ ସ୍ଥଳ ଭାଗ ଛୁଇଁବ ତାହା ସ୍ପଷ୍ଟ ହୋଇ ନଥିଲେ ମଧ୍ୟ ରାଜ୍ୟ ସରକାରଙ୍କ…
Read More...

ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ବର, ୪।୫: ଦକ୍ଷିଣ ଆଣ୍ଡାମାନ ସାଗରରେ ଆଜି ସକାଳୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ଆସନ୍ତା ୬ ତାରିଖ ସୁଦ୍ଧା ତାହା ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏହାପରେ ବାତ୍ୟା ନେଇ ସଠିକ୍‌ ଆକଳନ କରି ହେବ।…
Read More...

ଆସନ୍ତା ୫ରେ ଦିଲ୍ଲୀ ଯିବେ କଂଗ୍ରେସ ବିଧାୟକ

ଭୁବନେଶ୍ଵର, ୩/୫:  କଂଗ୍ରେସର ପିସିସି ସଭାପତି ଚୟନ ପ୍ରକ୍ରିୟା ତ୍ବରାନ୍ବିତ ହେଉଛି। ଓଡ଼ିଶାର ସମସ୍ତ କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀ ଡାକିଛନ୍ତି ଦଳର ହାଇକମାଣ୍ଡ୍‌। ସମସ୍ତ ବିଧାୟକଙ୍କୁ ଆସନ୍ତା ୫ ତାରିଖରେ ଦିଲ୍ଲୀ…
Read More...

ରାଜ୍ୟରେ ପ୍ରତିଷ୍ଠା ହେବ ୩୪ଟି ନୂଆ କୋର୍ଟ

ଭୁବନେଶ୍ବର, ୩।୫: ରାଜ୍ୟରେ ପ୍ରତିଷ୍ଠା ହେବ ୩୪ଟି ନୂଆ କୋର୍ଟ। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚକ୍ଷମତା ସମ୍ପନ୍ନ କମିଟି ବୈଠକ ଏହି ପ୍ରସ୍ତାବ ଉପରେ ମୋହର ବାଜିଛି। ହାଇକୋର୍ଟଙ୍କ…
Read More...

କାଲିଠାରୁ ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ, ୧।୫: ସୋମବାରଠାରୁ ବିଦେଶଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହା ମୋଦିଙ୍କ ଚଳିତ ବର୍ଷର ପ୍ରଥମ ବିଦେଶ ଯାତ୍ରା। ଏହି କ୍ରମରେ ସେ ଜର୍ମାନ, ଡେନମାର୍କ ଓ ଫ୍ରାନ୍ସ ଗସ୍ତ କରିବେ ବୋଲି…
Read More...

ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଗିରଫ

ଭୁବନେଶ୍ବର, ୧।୫: ବରିଷ୍ଠ ବିଜେପି ନେତା ତଥା ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କୁ ଗିରଫ କରାଯାଇଛି। ତିଳେଇବଣି ବିଡିଓଙ୍କୁ ମାଡ଼ ମାରିବା ଅଭିଯୋଗରେ ତାଙ୍କୁ ଆଜି ଦେବଗଡ଼ ଥାନା ପୁଲିସ୍ ଗିରଫ କରିଛି।…
Read More...

ବଦଳି ହେଲେ ୯ ଓଏଏସ୍ ଅଧିକାରୀ

ଭୁବନେଶ୍ବର, ୩୦।୪: ରାଜ୍ୟ ସରକାର ଆଜି ଓଏଏସ୍‌ ଅଧିକାରୀସ୍ତରରେ ବଦଳି କରିଛନ୍ତି। ମୋଟ ୯ ଜଣ ଓଏଏସ୍ ଅଧିକାରୀଙ୍କ ବଦଳି ହୋଇଛି। ଦୀର୍ଘ ବର୍ଷ ଧରି ପ୍ରସ୍ତାବିତ ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟକୁ…
Read More...

ମେ’ ୨ରୁ ୬ଟାରୁ ୯ଟା ସକାଳୁଆ ସ୍କୁଲ

ଭୁବନେଶ୍ବର, ୩୦।୪: ରାଜ୍ୟରେ ସକାଳୁଆ ସ୍କୁଲ୍ ସମୟରେ ପରିବର୍ତ୍ତନ କରାଯାଇଛି। ମେ’ ୨ ତାରିଖରୁ ପିଲାମାନେ ସକାଳ ୬ଟାରୁ ୯ଟା ସ୍କୁଲ୍‌କୁ ଯିବେ। ପୂର୍ବରୁ ସରକାର ଏନେଇ ଘୋଷଣା କରିଥିବା ବେଳେ ଆଜି ବିଦ୍ୟାଳୟ ଓ…
Read More...

ଅଭୟ ପାଠକଙ୍କ ସମ୍ପତ୍ତି ଜବତ କଲା ଇଡି

ଭୁବନେଶ୍ୱର, ୨୯।୪: ପୂର୍ବତନ ଆଇଏଫଏସ୍ ଅଧିକାରୀ ଅଭୟକାନ୍ତ ପାଠକଙ୍କ ୨୯.୮୩ ଲକ୍ଷ ଟଙ୍କାର ସମ୍ପତ୍ତିକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଜବତ କରିଛି। ରାଜ୍ୟରେ ବୃକ୍ଷରୋପଣ ଓ ବନୀକରଣ କାର୍ଯ୍ୟକ୍ରମରେ ଦୁର୍ନୀତି…
Read More...