ଇଜିପ୍ଟରେ ବଡ଼ ଦୁର୍ଘଟଣା : ୪୪ ଲୋକଙ୍କ ସହ ବୁଡିଗଲା ବୁଡ଼ାଜାହାଜ ‘ସିନ୍ଦବାଦ’, ୬ ମୃତ, ୨୯ ଉଦ୍ଧାର

କାଇରୋ, ୨୭/୮: ସକାଳେ ଇଜିପ୍ଟର ଲୋହିତ ସାଗରର ହୁରଘାଡା ସହର ଉପକୂଳରେ ଏକ ପର୍ଯ୍ୟଟନ ବୁଡ଼ାଜାହାଜ ବୁଡ଼ିଯାଇଛି। ଏହି ଦୁର୍ଘଟଣାରେ ଅତି କମରେ ୬ ଜଣଙ୍କର ମୃତ୍ୟୁକୁ ନିଶ୍ଚିତ କରାଯାଇଛି । ଏହି ୬ ଜଣଯାକ ରୁଷ ନାଗରିକ…
Read More...

ନବମ ଓ ଦଶମ ଶ୍ରେଣୀର ପିଲାଙ୍କୁ ମଧ୍ୟାହ୍ନ ଭୋଜନ: ପିଲା ଖାଇବେ ଅଣ୍ଡା-ଲଡୁ

ଭୁବନେଶ୍ବର, ୨୭/୩: ରାଜ୍ୟ ସରକାର ଏଣିକି ନବମ ଓ ଦଶମ ଶ୍ରେଣୀର ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଯୋଜନାରେ ସାମିଲ କରିବେ। ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲର ନବମ ଓ ଦଶମ ପିଲାଙ୍କୁ ଏହି ଯୋଜନାରେ…
Read More...

ଗୃହରେ ବିବୃତ୍ତି ରଖିଲେ ବାଚସ୍ପତି ସୁରମା ପାଢ଼ୀ

ଭୁବନେଶ୍ବର, ୨୬/୩: ବିଧାନସଭା ଅଧିବେଶନ ଜାରି ଥିବା ସମୟରେ ବିରୋଧୀ ଦଳର ବିଧାୟକମାନେ କରୁଥିବା ହଙ୍ଗାମା ନେଇ ବାଚସ୍ପତି ସୁରମା ପାଢ଼ୀ ବୁଧବାର ଦିନ ବିବୃତି ରଖିଛନ୍ତି। ସେ କହିଛନ୍ତି, ୭ ତାରିଖ ଗୃହ କାର୍ଯ୍ୟର…
Read More...

୨ଦିନିଆ ଓଡ଼ିଶା ଗସ୍ତ ସାରି ନୂଆଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର, ୨୫/୩: ୨ଦିନିଆ ଓଡ଼ିଶା ଗସ୍ତ ସାରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ନୂଆଦିଲ୍ଲୀ ଫେରିଛନ୍ତି। ସେ ସକାଳ ୯ଟା ବେଳେ ରାଜଭବନରୁ ବାହାରି ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ…
Read More...

କଂଗ୍ରେସର ୧୨ ବିଧାୟକ ନିଲମ୍ବିତ, ଗୃହରୁ ଚାଲିଯିବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ବର, ୨୫/୩: ଗୃହ କାର୍ଯ୍ୟ ଜାରି ଥିବା ବେଳେ ପୋଡ଼ିୟମ ତଳେ ବିରୋଧ ପ୍ରଦର୍ଶନ କରିଥିବା କଂଗ୍ରେସର ୧୨ ଜଣ ବିଧାୟକ ଆଗାମୀ ୭ ଦିନ ପାଇଁ ବିଧାନସଭାରୁ ନିଲମ୍ବିତ ହୋଇଛନ୍ତି। ନିଲମ୍ବିତ ହୋଇଥିବା କଂଗ୍ରେସ…
Read More...

ଉପଭୋକ୍ତାଙ୍କୁ ଆଶ୍ବସ୍ତି: ସ୍ମାର୍ଟ ମିଟର ଭଡାରେ ରିହାତି, ବିଦ୍ୟୁତ ଶୁଳ୍କ ଅପରିବର୍ତ୍ତିତ

ଭୁବନେଶ୍ବର, ୨୪/୩: ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ, ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି) ସୋମବାର ରାଜ୍ୟର ବିଦ୍ୟୁତ୍ ଗ୍ରାହକମାନଙ୍କୁ ଆର୍ଥିକ ଆଶ୍ୱସ୍ତି ପ୍ରଦାନ କରିବା ଉଦ୍ଦେଶ୍ୟରେ ଅନେକ ଗ୍ରାହକ…
Read More...

ବଢିଲା ସାଂସଦଙ୍କ ଦରମା ଓ ଭତ୍ତା

ନୂଆଦଲ୍ଲୀ, ୨୪/୩: ପ୍ରାୟ ୭ ବର୍ଷ ପରେ ବଢିଛି ସାଂସଦଙ୍କ ଦରମା ଓ ଭତ୍ତା । ଏହା ସହିତ ସାଂସଦଙ୍କ ପେନସନ ମଧ୍ୟ ବୃଦ୍ଧି ପଇଛି । ସାଂସଦଙ୍କ ମୂଳ ଦରମା ୧ ଲକ୍ଷରୁ ୧ ଲକ୍ଷ ୨୪ ହଜାର ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି…
Read More...

ନାରୀ ସୁରକ୍ଷା ପ୍ରସଙ୍ଗରେ ଗର୍ଜିବେ କଂଗ୍ରେସ କର୍ମୀ, ଘେରିବେ ବିଧାନସଭା

ଭୁବନେଶ୍ବର, ୨୩/୩: ରାଜ୍ୟରେ ମହିଳାମାନେ ସୁରକ୍ଷିତ ନାହାନ୍ତି। ଏଭଳି ଅଭିଯୋଗ ଆଣିଛି କଂଗ୍ରେସ। ମହିଳାଙ୍କ ସୁରକ୍ଷା ଦାବିରେ କଂଗ୍ରେସ କର୍ମୀମାନେ ଆସନ୍ତା ୨୭ ତାରିଖରେ ଓଡ଼ିଶା ବିଧାନସଭା ଘେରାଉ କରିବେ। ଏନେଇ…
Read More...

ବି. ଏଡ୍‌ ପାଠ୍ୟକ୍ରମ: ଅପ୍ରେଲ୍‌ ୨୪ରୁ କରିପାରିବେ ଆବେଦନ, ଜୁନ୍‌ରେ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର, ୨୦/୩: ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ଦୁଇ ବର୍ଷିଆ ବି. ଏଡ୍‌, ଏମ୍‌. ଏଡ୍‌ ଓ ବି.ଏଚ୍‌.ଏଡ୍‌ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ…
Read More...

ଏପ୍ରିଲ୍‌ ୧ରୁ ଭୁବନେଶ୍ବରରୁ ଗୋଆକୁ ଉଡ଼ିବ ବିମାନ

ଭୁବନେଶ୍ବର, ୨୦/୩: ବିମାନସେବା କ୍ଷେତ୍ରରେ ଓଡ଼ିଶା ଇତିହାସରେ ଆଉ ଏକ ଫର୍ଦ୍ଦ ଯୋଡ଼ି ହେବାକୁ ଯାଉଛି। ଆସନ୍ତା ଏପ୍ରିଲ୍‌ ୧ ତାରିଖ ଠାରୁ ଉତ୍କଳ ଦିବସ ଅବସରରେ ଓଡ଼ିଶାରୁ ଗୋଆକୁ ସିଧାସଳଖ ବିମାନ ସେବା ଉପଲବ୍ଧ ହେବାକୁ…
Read More...