ରଥଯାତ୍ରା ପାଇଁ ଜୁଲାଇ ୮ ତାରିଖ ଦିନ ବନ୍ଦ ରହିବ ବ୍ୟାଙ୍କ, ରାଜସ୍ବ ଓ ମାଜିଷ୍ଟ୍ରେଟ୍‌ଙ୍କ କୋର୍ଟ

ଭୁବନେଶ୍ବର, ୩/୭: ବିଶ୍ବ ପ୍ରସିଦ୍ଧ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପାଇଁ ଆସନ୍ତା ୮ ତାରିଖ (ସୋମବାର) ଦିନ ଓଡ଼ିଶା ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିବ। ରାଜ୍ୟ ସରକାରଙ୍କ ରାଜସ୍ବ ଓ ମାଜିଷ୍ଟ୍ରେଟ୍‌ଙ୍କ କୋର୍ଟ…
Read More...

ସର୍ବନିମ୍ନ ୩୦୦୦ ଟଙ୍କାକୁ ବୃଦ୍ଧି କରାଯିବ ସରକାରୀ ଭତ୍ତା: ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ଭୁବନେଶ୍ବର, ୨/୭: ବିଭିନ୍ନ ବର୍ଗରେ ଲୋକଙ୍କୁ ମିଳୁଥିବା ସରକାରୀ ଭତ୍ତା ପରିମାଣ ବୃଦ୍ଧି ପାଇବ। ଏହି ଭତ୍ତା ଟଙ୍କାକୁ ସର୍ବନିମ୍ନ ୩୦୦୦ ଟଙ୍କାକୁ ବୃଦ୍ଧି କରାଯିବ। ଏନେଇ ଘୋଷଣା କରିଛନ୍ତି ସାମାଜିକ ସୁରକ୍ଷା…
Read More...

ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ପୁରୀ, ୭/୭: ରଥଯାତ୍ରା-୨୦୨୪ ପାଇଁ ୨ ଦିନ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁଇଦିନ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଥିବାରୁ ଜୁଲାଇ ୮ ତାରିଖକୁ ଛୁଟି ଘୋଷଣା କରବାକୁ ମୁଖ୍ୟମନ୍ତ୍ରୀ…
Read More...

ଦିଲ୍ଲୀଗସ୍ତ ସାରି ଭୁବନେଶ୍ବର ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୩୦/୬: ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ବର ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ କନକବର୍ଦ୍ଧନ ସିଂହଦେଓ। ଆଜି ସେମାନେ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ…
Read More...

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କଲେ ମନୋଜ ଆହୁଜା

ଭୁବନେଶ୍ବର, ୩୦/୬: ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା ଓଡ଼ିଶା ସରକାରଙ୍କ ନୂଆ ମୁଖ୍ୟ ଶାସନ ସଚିବ ଭାବେ ରବିବାର ଦାୟିତ୍ବ ଗ୍ରହଣ କରିଛନ୍ତି। ଲୋକସେବା ଭବନରେ ସେ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଠାରୁ…
Read More...

ଜୁଲାଇ ୧ରୁ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କରିବେ ଶୁଣାଣି

ଭୁବନେଶ୍ବର, ୨୯/୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶପଥ ଗ୍ରହଣ କରିବାର ୧୮ ଦିନ ବିତିଲାଣି। ତେବେ ସେ କେଉଁଠି ରହିବେ ତାକୁ ନେଇ ଚର୍ଚ୍ଚା ଆଲୋଚନା ଜୋର ଧରିଛି।  ମିଳିଥିବା ସୂଚନା ମୁତାବକ, ଜୁଲାଇ ୧ ତାରିଖରୁ ଅଭିଯୋଗ…
Read More...

ରଥଯାତ୍ରା ସମନ୍ୱୟ ବୈଠକ: ଅଂଶୁଘାତ ମୁକାବିଲା ପାଇଁ ୧୦୦ ଶଯ୍ୟାବିଶିଷ୍ଟ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ର

ପୁରୀ, ୨୬/୬: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ର ପୁରୀ ଏବେଠାରୁ ଚଳଚଞ୍ଚଳ ହୋଇଉଠିଛି। ହାତରେ ସମୟ କମ୍ ଥିବାରୁ ପ୍ରସ୍ତୁତି ଜୋରଦାର ଚାଲିଛି। ଏହାରି ଭିତରେ ବୁଧବାର ଦ୍ୱିତୀୟ ସମନ୍ୱୟ ବୈଠକରେ ଅନେକ…
Read More...

ଗିରଫ ପରେ ୩ଦିନିଆ ସିବିଆଇ ରିମାଣ୍ଡରେ ଗଲେ କେଜ୍ରିୱାଲ

ନୂଆଦିଲ୍ଲୀ, ୨୬/୬: ମଦ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ବୁଧବାର ସେଣ୍ଟ୍ରାଲ୍‌ ବ୍ୟୁ‌ରୋ ଅଫ୍‌ ଇନ୍‌ଭେଷ୍ଟିଗେସନ୍‌ (ସିବିଆଇ) ଗିରଫ କରିଥିଲା। ଦିଲ୍ଲୀ ହାଇକୋର୍ଟ ତାଙ୍କ ଜାମିନ…
Read More...

ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୫/୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଦିନ ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟ ସମୀକ୍ଷା କରି ଏକ ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି। ନୂଆ ସରକାରଙ୍କ ଉପରେ…
Read More...

ଏଥର ଭକ୍ତଙ୍କୁ ମିଳିବନି ମହାପ୍ରଭୁଙ୍କ ନବଯୌବନ ଦର୍ଶନ

ପୁରୀ, ୨୫/୬: ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ମଙ୍ଗଳବାର ଦିନ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି। ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତ୍ତିକୁ କାଏମ ରଖିବାକୁ ଏହି ବୈଠକରେ ନିଷ୍ପତ୍ତି…
Read More...