ବାତ୍ୟା ଯୋଗୁଁ ୧୧ ଜିଲ୍ଲାରେ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ବର, ୨୬।୯: ଆଜି ମଧ୍ୟରାତ୍ରରେ ବାତ୍ୟା ‘ଗୁଲାବ’ ଗୋପାଳପୁର ଓ ଆନ୍ଧ୍ର ପ୍ରଦେଶର କଳିଙ୍ଗପଟ୍ଟନମ୍ ମଧ୍ୟରେ ସ୍ଥଳଭାଗ ଛୁଇଁବାକୁ ଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ୧୧ଟି ଜିଲ୍ଲାରେ ଆସନ୍ତାକାଲି ସ୍କୁଲ୍…
Read More...

ବାତ୍ୟାର ରୂପ ନେଲା ଗଭୀର ଅବପାତ

ଭୁବନେଶ୍ବର, ୨୫।୯: ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ବାତ୍ୟା ‘ଗୁଲାବ’ର ରୂପ  ନେଇସାରିଛି। ସ୍ଥଳଭାଗ ଛୁଇଁ ଆସନ୍ତାକାଲି ଅର୍ଥାତ ରବିବାର ସନ୍ଧ୍ୟା ସୁଧା କଳିଙ୍ଗପାଟନମ ଓ ଗୋପାଳପୁର ମଧ୍ୟ ଦେଇ ଗତି କରିବାର…
Read More...

ପ୍ରକାଶ ପାଇଲା ସିଭିଲ୍ ସର୍ଭିସ୍‌ ରେଜଲ୍ଟ

ଭୁବନେଶ୍ବର, ୨୪।୯: ସିଭିଲ୍ ସର୍ଭିସ ରେଜଲ୍ଟ ୨୦୨୦ ଆଜି ପ୍ରକାଶ ପାଇଛି। ୟୁପିଏସ୍‌ସି ଦ୍ୱାରା ପରିଚାଳିତ ଏହି ପରୀକ୍ଷାରେ ଶୁଭମ୍ କୁମାର ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଭୋପାଳର ଜାଗୃତି ଅବସ୍ତି ଦ୍ୱିତୀୟ ସ୍ଥାନ…
Read More...

ଆଜିଠୁ ୬ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୨୪।୯: ଆଜିଠୁ ୬ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ୨୯ ତାରିଖରେ ଓଡ଼ିଶା ଫେରିବାର କାର୍ଯ୍ୟକ୍ରମ ରହିଛି। ଫଳରେ ପିପିଲି ଉପନିର୍ବାଚନରେ…
Read More...

ଆରପାରିରେ ଯୁବ ସାମ୍ବାଦିକ ଅରିନ୍ଦମ ଦାସ

ଭୁବନେଶ୍ବର, ୨୪।୯: ଆଉ ନାହାନ୍ତି ବରିଷ୍ଠ ସାମ୍ବାଦିକ ଓଟିଭିର ଚିଫ୍ ରିପୋର୍ଟର ଅରିନ୍ଦମ ଦାସ। ଆଜି କଟକ ମୁଣ୍ଡଳିରେ ହୋଇଥିବା ବୋଟ୍ ଦୁର୍ଘଟଣାରେ ତାଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୯ ବର୍ଷ…
Read More...

ଦଶହରା ପାଇଁ ଗାଇଡ୍‌ଲାଇନ୍‌ ଜାରି କଲା ବିଏମ୍‌ସି

ଭୁବନେଶ୍ବର, ୨୩।୯: ଦଶହରା ପୂଜାକୁ ନିରାଡ଼ମ୍ବର ଭାବେ ପାଳନ କରିବା ନିମନ୍ତେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଆଜି ଗାଇଡ୍‌ଲାଇନ୍‌ ଜାରି ହୋଇଛି। ପୂଜା ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଦର୍ଶନ ଓ ପୂଜାର୍ଚ୍ଚନା…
Read More...

ଜଳଦ କୁମାର ତ୍ରିପାଠୀ ହେଲେ ରାଜ୍ୟ ମୁଖ୍ୟ ସୂଚନା କମିସନର୍

ଭୁବନେଶ୍ବର, ୨୩।୯: ତାମିଲନାଡ଼ୁ ପୂର୍ବତନ ପୁଲିସ ଡିଜି ତଥା ୧୯୮୫ ବ୍ୟାଚର ଅବସରପ୍ରାପ୍ତ ଆଇପିଏସ୍ ଜଳଦ କୁମାର ତ୍ରିପାଠୀ ହେଲେ ରାଜ୍ୟର ପରବର୍ତ୍ତୀ ମୁଖ୍ୟ ସୂଚନା କମିସନର। ତାଙ୍କୁ ନିଯୁକ୍ତି ଦେଲେ ରାଜ୍ୟପାଳ ପ୍ରଫେସର…
Read More...

କୋଭିଡ୍ ମୃତକଙ୍କ ପରିବାରକୁ ମିଳିବ ୫୦ ହଜାର ଟଙ୍କା

ନୂଆଦିଲ୍ଲୀ, ୨୨।୯: କୋଭିଡ୍‌ ମୃତକଙ୍କ ପରିବାରକୁ ମିଳିବ କ୍ଷତିପୂରଣ। ମହାମାରୀ କରୋନାରେ ପ୍ରାଣ ହରାଇଥିବା ପରିବାରକୁ ମିଳିବ ୫୦ ହଜାର ଟଙ୍କା। ରାଜ୍ୟ ସରକାର ଏହି ଟଙ୍କା ଦେବେ। ଏନେଇ କେନ୍ଦ୍ର ସରକାର ବୁଧବାର…
Read More...

ଟିଟିଲାଗଡ଼, ପାଟଣାଗଡ଼ ଓ ବଲାଙ୍ଗୀରରେ ସ୍ମାର୍ଟ କାର୍ଡ ବଣ୍ଟନ

ଭୁବନେଶ୍ବର, ୨୨।୯: ବଲାଙ୍ଗୀର ଜିଲ୍ଲା ଗସ୍ତ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିଛନ୍ତି। ସେ ଟିଟିଲାଗଡ଼, ପାଟଣାଗଡ଼ ଓ ବଲାଙ୍ଗୀର ଟାଉନ୍‌…
Read More...

ପ୍ରକାଶ ପାଇଲା ଓଟିଇଟି ପରୀକ୍ଷା ଫଳ

ଭୁବନେଶ୍ବର, ୨୧।୯: ବୋର୍ଡ ଅଫ ସେକେଣ୍ଡାରି ଏକଜୁକେସନ୍ ଦ୍ୱାରା ପରିଚାଳିତ ଓଡ଼ିଶା ଟିଚର୍ସ ଇଲିଜିବିଲିଟି ଟେଷ୍ଟ(ଓଟିଇଟି) ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ବୋର୍ଡ ନିଜସ୍ୱ ୱେବସାଇଟରେ ଏହି ପରୀକ୍ଷା ଫଳ ଉପଲବ୍ଧ…
Read More...