ଏବେ ବୋର୍ଡ ୱେବ୍‌ସାଇଟରେ ମାଟ୍ରିକ୍‌ ଆଡ୍‌ମିଟ୍‌ କାର୍ଡ ଉପଲବ୍ଧ

ଭୁବନେଶ୍ୱର, ୨୨।୭: ଅଫ୍‌ଲାଇନ୍‌ ମାଟ୍ରିକ୍‌ ପରୀକ୍ଷା ପାଇଁ ଏବେ ଆଡମିଟ୍‌ କାର୍ଡ ଉପଲବ୍ଧ ହେଉଛି। ଅନ୍‌ଲାଇନ୍‌ରେ ଛାତ୍ରଛାତ୍ରୀମାନେ ଏହି ଆଡମିଟ୍‌ କାର୍ଡ ପାଇପାରିବେ। ବୋର୍ଡ ୱେବସାଇଟ୍‌ bseodisha.ac.inରୁ…
Read More...

ଜୁଲାଇ ୨୩ରୁ ସ୍ବତନ୍ତ୍ର ଓଜେଇଇ ପାଇଁ ଅନ୍‌ଲାଇନ୍‌ ଆବେଦନ

ଭୁବନେଶ୍ବର, ୨୨।୭ : ବିଟେକ୍ ପ୍ରଥମ ବର୍ଷ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଚଳିତ ବର୍ଷ ସ୍ବତନ୍ତ୍ର ଓଜେଇଇ ଆୟୋଜନ କରାଯିବ। ଏଥିପାଇଁ ଆସନ୍ତାକାଲି ଅର୍ଥାତ ଜୁଲାଇ ୨୩ରୁ  ଅନଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ ଓ…
Read More...

ଆସନ୍ତା ୩୦ରେ ଉତ୍ତର ପ୍ରଦେଶରେ ଲୋକାର୍ପିତ ହେବ ୯ ମେଡିକାଲ କଲେଜ

ନୂଆଦିଲ୍ଲୀ, ୨୧।୭: ୨୦୨୨ ବିଧାନସଭା ନିର୍ବାଚନ ପୂର୍ବରୁ ଉତ୍ତର ପ୍ରଦେଶବାସୀଙ୍କ ପାଇଁ ଖୁସି ଖବର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ଜୁଲାଇ ୩୦ ତାରିଖରେ ୟୁପିରେ ୯ଟି ମେଡିକାଲ କଲେଜକୁ ଲୋକାର୍ପଣ କରିବେ।…
Read More...

୨୬ରୁ ଖୋଲିବ ଦଶମ, ଦ୍ବାଦଶ ପିଲାଙ୍କ ହଷ୍ଟେଲ

ଭୁବନେଶ୍ୱର, ୨୧।୭: ଆସନ୍ତା ୨୬ ତାରିଖରୁ ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀର ପିଲାଙ୍କ ପାଇଁ ହଷ୍ଟେଲ ଖୋଲିବ। ଏନେଇ ରାଜ୍ୟ ସରକାରଙ୍କ ଅତିରିକ୍ତ ସଚିବ ପ୍ରତାପ କୁମାର ମିଶ୍ର ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ,…
Read More...

ରାଜ୍ୟର ୧୫ଟି ସ୍ଥାନରେ କ୍ରିକେଟ ଏକାଡେମି ପ୍ରତିଷ୍ଠା ପାଇଁ ଶିଳାନ୍ୟାସ

କଟକ, ୨୦।୭: ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରତିଷ୍ଠା ହେବ କ୍ରିକେଟ ଏକାଡେମି। ଓଡ଼ିଶା କ୍ରିକେଟର ଭିତ୍ତିଭୂମି ସଜାଡ଼ିବା ପ୍ରକ୍ରିୟା ଆରମ୍ଭ କରିଛି ଓଡ଼ିଶା କ୍ରିକେଟ ଆସୋସିଏସନ୍‌(ଓସିଏ)। ଭିଜନ-୨୦୨୪ ଅନୁଯାୟୀ ବିଭିନ୍ନ…
Read More...

କେନ୍ଦ୍ର ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ସଂସଦୀୟ ଦଳ

ନୂଆଦିଲ୍ଲୀ, ୨୦।୭: ଆଜି ବିଜୁ ଜନତା ଦଳ(ବିଜେଡି)ର ଲୋକସଭା ଓ ରାଜ୍ୟସଭାର ସାଂସଦମାନେ ମଣ୍ଡିରେ ପଡ଼ିଥିବା ଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ଓ ଚାଷୀମାନଙ୍କୁ ବକେୟା ସବ୍‌ସିଡି ପ୍ରଦାନ କରିବା ଦାବିରେ…
Read More...

ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ, ୧୯।୭: ଆଜିଠାରୁ ଆରମ୍ଭ ହେଉଛି ସଂସଦର ମୌସୁମୀ ଅଧିବେଶନ। ଏହା ଅଗଷ୍ଟ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ସମୁଦାୟ ୧୯ଟି କାର୍ଯ୍ୟ ଦିବସ ରହିଛି। ଏହି ଅଧିବେଶନରେ ସରକାର ୨ଟି ଆର୍ଥିକ ବିଧେୟକ ସମେତ…
Read More...

ନବଜୋତ ସିଂହ ସିଦ୍ଧୁ ହେଲେ ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ଅଧ୍ୟକ୍ଷ

ଚଣ୍ଡିଗଡ଼, ୧୯।୭: ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି ନବଜୋତ ସିଂହ ସିଦ୍ଧୁ। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ତାଙ୍କୁ ପଞ୍ଜାବର ପିସିସି ସଭାପତି ଭାବେ ନିଯୁକ୍ତି ଦେଇଛନ୍ତି। ଏହି…
Read More...

ଏସସିବି ମେଡିକାଲର ସଂପ୍ରସାରଣ, ତାଳଦଣ୍ଡା କେନାଲ ଓ ନେତାଜୀ ବସ୍ ଟର୍ମିନାଲ୍ କାମର ସମୀକ୍ଷା କଲେ ୫-ଟି ସଚିବ

କଟକ, ୧୮।୭: ଆଜି ସକାଳେ କଟକ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିଛନ୍ତି ୫-ଟି ସଚିବ ଭି.କେ ପାଣ୍ଡିଆନ୍। କଟକ ଏସ୍ସିବି ମେଡିକାଲର ସଂପ୍ରସାରଣ, ତାଳଦଣ୍ଡା କେନାଲ ଓ ନେତାଜୀ ବସ୍ ଟର୍ମିନାଲ ଆଦି ଅଞ୍ଚଳ…
Read More...

ଉତ୍ତର ପ୍ରଦେଶ ପ୍ରବେଶ ପାଇଁ ଆର୍‌ଟି-ପିସିଆର୍‌ ନେଗେଟିଭ୍‌ ରିପୋର୍ଟ ଜରୁରି

ଲକ୍ଷ୍ନୌ, ୧୮।୭: ଏଣିକ ଉତ୍ତର ପ୍ରଦେଶରେ ପ୍ରବେଶ କରିବାକୁ ହେଲେ କୋଭିଡ୍ ଆର୍‌ଟି-ପିସିଆର୍‌ ରିପୋର୍ଟ ନେଗେଟିଭ୍ ହୋଇଥିବା ଆବଶ୍ୟକ। ଏହି ନିର୍ଦ୍ଦେଶ ଦେଇଛନ୍ତି ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ।…
Read More...