ଆସନ୍ତାକାଲି ଦେଶର ସମସ୍ତ ରାଜଭବନ ଘେରାଉ କରିବ କଂଗ୍ରେସ

ନୂଆଦିଲ୍ଲୀ: ଦିଲ୍ଲୀ ପୁଲିସ କଂଗ୍ରେସ କାର୍ଯ୍ୟାଳୟ ଭିତରେ ପଶି ଦଳୀୟ କର୍ମୀଙ୍କ ଉପରେ ଗ୍ରହଣ କରିଥିବା କାର୍ଯ୍ୟାନୁଷ୍ଠାନ ବିରୋଧରେ ଆସନ୍ତାକାଲି ଦଳ ପକ୍ଷରୁ ସମଗ୍ର ଦେଶରେ ଥିବା ରାଜ୍ୟ ରାଜଭବନଗୁଡ଼ିକୁ ଘେରାଓ କରାଯିବ…
Read More...

ରାଜ୍ୟରେ ଆଉ ୩ଟି ନୂଆ ଇଏସ୍‌ଆଇ ହସ୍ପିଟାଲ ଓ ୧୨ଟି ଡିସ୍‌ପେନ୍ସରି ଖୋଲିବ: କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର, ୧୫।୬: ଓଡ଼ିଶାରେ ଆଗାମୀ ଦିନରେ ୩ଟି ନୂଆ ଇଏସ୍‌ଆଇ ହସ୍‌ପିଟାଲ ଓ ୧୨ଟି ଡିସ୍‌ପେନ୍ସରି ଖୋଲିବ। ଅନୁଗୁଳ ଜିଲ୍ଲା ବଳରାମପ୍ରସାଦରେ କର୍ମଚାରୀ ରାଜ୍ୟ ବୀମା(ଇଏସ୍‌ଆଇ) ଡାକ୍ତରଖାନା ଏବଂ ଝାରସୁଗୁଡ଼ାଠାରେ…
Read More...

ଓଡ଼ିଶା ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠ ହେବ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ

ଭୁବନେଶ୍ବର, ୧୪।୬: ରାଷ୍ଟ୍ରପତି ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବା ସହ ଓଡ଼ିଶାରେ ଭୋଟିଂ ଗ୍ରହଣ କେନ୍ଦ୍ର ସ୍ଥିରୀକୃତ ହୋଇଛି। ରାଷ୍ଟ୍ରପତି ନିର୍ବାଚନ ପାଇଁ ଯଦି ଭୋଟ୍ ଗ୍ରହଣ ଆବଶ୍ୟକ ପଡ଼େ, ତେବେ…
Read More...

ସରିଲା ଦେବ ସ୍ନାନ, ୧୫ ଦିନ ପରେ ରଥଯାତ୍ରାରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତି

ପୁରୀ, ୧୪।୬: ବିଶ୍ବ ପ୍ରସିଦ୍ଧ ରଥଯାତ୍ରାର ବିଗୁଲ ବାଜି ସାରିଛି। ଆଜି ସ୍ନାନବେଦୀରେ ମହାସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତି। ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଆଜି ସଂପୂର୍ଣ୍ଣ ନୀତିବିଧି ସହକାରେ ପୁରୀ…
Read More...

ଦେବସ୍ନାନ ପୂର୍ଣ୍ଣିମା ନିମନ୍ତେ ଟ୍ରାଫିକ୍‌ କଟକଣା ଲାଗୁ

ପୁରୀ,୧୨/୬: ଦେବସ୍ନାନ ପୂର୍ଣ୍ଣିମା ନିମନ୍ତେ ସ୍ୱତନ୍ତ୍ର ଟ୍ରାଫିକ୍‌ ବ୍ୟବସ୍ଥା ଲାଗୁ ହେବ। ଜୁନ୍‌ ୧୩ ତାରିଖ ରାତି ୧୨ଟାରୁ ଏହି କଟକଣା ଲାଗୁ ରହିବ। ସ୍ନାନବେଦୀରୁ ମହାପ୍ରଭୁଙ୍କ ବାହୁଡ଼ା ପହଣ୍ଡି ପର୍ଯ୍ୟନ୍ତ ଏହି…
Read More...

ଭୁବନେଶ୍ବରରେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି

ଭୁବନେଶ୍ୱର ୧୨।୬। ଭୁବନେଶ୍ୱରରେ ପହଞ୍ଚିଲେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି। ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଗାଙ୍ଗୁଲିଙ୍କୁ ସ୍ୱାଗତ କରିଛନ୍ତି ଓସିଏ ସଂପାଦକ ସଂଜୟ ବେହେରା। ଗାଙ୍ଗୁଳି ଏୟାରପୋର୍ଟରୁ ସିଧା…
Read More...

ସୋଆ କୁଳପତି ଅଶୋକ ମହାପାତ୍ରଙ୍କୁ ସି.ଭି. ରମଣ ବିଜ୍ଞାନ ରତ୍ନ ସମ୍ମାନ

ଭୁବନେଶ୍ୱର, ୧୧।୬: ବିଜ୍ଞାନ କ୍ଷେତ୍ରରେ ଉତ୍କର୍ଷତା ନିମନ୍ତେ ବିଶିଷ୍ଟ ସ୍ନାୟୁଶଲ୍ୟ ବିଶେଷଜ୍ଞ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର କୁଳପତି ପ୍ରଫେସର ଡାକ୍ତର ଅଶୋକ କୁମାର ମହାପାତ୍ରଙ୍କୁ ସି.ଭି. ରମଣ ବିଜ୍ଞାନ ରତ୍ନ…
Read More...

ଖରା ଛୁଟି ପରେ ନୂଆ ଶିକ୍ଷା ଖସଡ଼ା ପିଲା ପଢ଼ିବେ ୨ ପ୍ରକାର ପୁସ୍ତକ

ଭୁବନେଶ୍ୱର, ୧୧।୬: ସମଗ୍ର ରାଜ୍ୟର ବିଦ୍ୟାଳୟମାନଙ୍କରେ ଏବେ ଖରାଛୁଟି ଚାଲିଛି। ଖରାଛୁଟି ସରିବା ପରେ ଆରମ୍ଭ ହେବ ନୂଆ ଶିକ୍ଷାବର୍ଷ। ନୂଆ ଶିକ୍ଷା ବର୍ଷରେ ଯେପରି ଶତ ପ୍ରତିଶତ ପାଠ୍ୟ ଖସଡ଼ା ଶେଷ ହେବ ଓ ପିଲାଙ୍କୁ…
Read More...

ରଜରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ବର, ୧୧।୬: ଗରମ ଓ ଗୁଳୁଗୁଳିରୁ ମିଳିବ ତ୍ରାହି। ରଜରେ ମୌସୁମୀରେ ଭିଜିବ ସାରା ଓଡ଼ିଶା। ୪ରୁ ୫ ଦିନ ଭିତରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିବା ନେଇ  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…
Read More...

ନ୍ୟାସନାଲ ଇଂଟେନସିଭ କେୟାର ସପ୍ତାହ ପାଳନ ଅବସରରେ ସମ୍ମମ୍ ପକ୍ଷରୁ ମାରାଥନ୍ ଆୟୋଜିତ

ଭୁବନେଶ୍ୱର, ୧୦/୬: ନ୍ୟାସ୍‌ନାଲ୍ ଇଂଟେନ୍‌ସିଭ୍ କେୟାର ସପ୍ତାହ ପାଳନ ଓ କ୍ରିଟିକାଲ୍ କେୟାର କ୍ଷେତ୍ରରେ ଅବିରତ କାର୍ଯ୍ୟ କରୁଥିବା ଡାକ୍ତରମାନଙ୍କର ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ସମ୍ ଅଲ୍ଟିମେଟ…
Read More...