ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ନେଇ ଶଙ୍କରାଚାର୍ଯ୍ୟଙ୍କ ସହ ଆଲୋଚନା

ପୁରୀ, ୨୩।୫: ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ନେଇ ସୋମବାର ସନ୍ଧ୍ୟାରେ ଶଙ୍କରାଚାର୍ଯ୍ୟଙ୍କ ସହ ଦୁଇ ଘଣ୍ଟା ଧରି ଆଲୋଚନା କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। ତାଙ୍କ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…
Read More...

ଶରତ ପଟ୍ଟନାୟକ ହେଲେ ନୂଆ ପିସିସି ସଭାପତି

ଭୁବନେଶ୍ବର, ୨୩।୫: ପ୍ରଦେଶ କଂଗ୍ରେସ ସଭାପତିକୁ ନେଇ  ଦୀର୍ଘ ଦିନ ଧରି ଲାଗି ରହିଥିବା କଳ୍ପନାଜଳ୍ପନାର ଅବସାନ ଘଟିଛି। ନୂଆ ପିସିସି ସଭାପତି ଭାବେ ଶରତ ପଟ୍ଟନାୟକ ନିଯୁକ୍ତ ହୋଇଛନ୍ତି। ଶରତ ପଟ୍ଟନାୟକଙ୍କ ନିଯୁକ୍ତି…
Read More...

ବର୍ଷା-ଅନୁଭବ ବିବାଦ

ଭୁବନେଶ୍ବର, ୨୨।୫: ବିଜେଡି ସାଂସଦ ଅନୁଭବ ମହାନ୍ତିଙ୍କ ଦୁଇ ଦୁଇଟି ଭିଡିଓ ଆକ୍ରମଣ ପରେ ଥାନାର ଦ୍ୱାରସ୍ଥ ହୋଇଛନ୍ତି ପତ୍ନୀ ବର୍ଷା ପ୍ରିୟଦର୍ଶିନୀ। ସେ ଆଜି ସନ୍ଧ୍ୟାରେ କଟକ ପୁରୀଘାଟ ଥାନାରେ ଅନୁଭବଙ୍କ ବିରୋଧରେ…
Read More...

ସିଲ୍‌ ହେଲା ମାର୍କେଟ ବିଲ୍ଡିଂର ୩୧ ଦୋକାନ

ଭୁବନେଶ୍ୱର ୨୧।୫: ମାର୍କେଟ ବିଲ୍ଡିଂର ୩୧ଟି ଦୋକାନକୁ ସିଲ୍ କରାଯାଇଛି। ସାଢେ଼ ତିନି କୋଟି ଟଙ୍କା ଘର ଭଡ଼ା ବକେୟା ଟଙ୍କା ପୈଠ କରିନଥିବାରୁ ଏହି ୩୧ଟି ଦୋକାନକୁ ସିଲ୍ କରିଛି ‘ରାଜଧାନୀ ପୂଜା ସମିତି’। ଦୀର୍ଘ…
Read More...

ପେଟ୍ରୋଲ, ଡିଜେଲ୍‌ରୁ କେନ୍ଦ୍ର ହଟାଇଲା ଏକ୍‌ସାଇଜ୍‌ ଡ୍ୟୁଟି

ନୂଆଦିଲ୍ଲୀ, ୨୧।୫: ଶନିବାର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ୨ଟି ବଡ଼ ଘୋଷଣା କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପେଟ୍ରୋଲ ଓ ଡିଜେଲ ଉପରେ ଏକ୍ସାଇଜ ଡ୍ୟୁଟି ହ୍ରାସ କରିବା ସହ ଉଜ୍ଜ୍ୱଳା ଯୋଜନାରେ…
Read More...

କାକଟପୁର ତହସିଲଦାରଙ୍କୁ ହାଇକୋର୍ଟଙ୍କ ଦଣ୍ଡ

କଟକ, ୨୦।୫: ବେପରୱା ଭାବେ ସାଧାରଣଙ୍କ ପାଇଁ ନ୍ୟାୟ କରିବା କାକଟପୁର ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ଏଥିପାଇଁ ତହସିଲଦାରଙ୍କୁ ଦଣ୍ଡ ସ୍ୱରୂପ ୫୦ଟି ଗଛ ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। କଟକ ସିଡିଏର…
Read More...

ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ଭୁବନେଶ୍ବର, ୨୦।୫: ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ-୨୦୨୦ ଉପରେ ଆଜି ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ବିଶ୍ୱବିଦ୍ୟାଳୟ ମଞ୍ଜୁରୀ ଆୟୋଗ(ୟୁଜିସି) ପକ୍ଷରୁ ଦାଏର ଏକ ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟ…
Read More...

ମେ’ ୩୧ରେ ହେବାକୁ ଥିବା ଯୁକ୍ତ ୨ ପରୀକ୍ଷା ଜୁନ୍‌ ୪ରେ ହେବ

ଭୁବନେଶ୍ବର, ୨୦।୫: ଏପ୍ରିଲ ୨୮ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଏହା ମେ’ ୩୧ ତାରିଖରେ ଶେଷ ହେବାର ଥିଲା। ତେବେ ମେ’ ୩୧ ତାରିଖରେ ହେବାକୁ ଥିବା ପରୀକ୍ଷାଗୁଡ଼ିକୁ ଆଜି ଘୁଞ୍ଚାଇ ଦେଇଛି ଉଚ୍ଚ…
Read More...

କଟକ ଚଣ୍ଡୀ ପୀଠର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର, ୧୯।୫ କଟକର ଅଧିଷ୍ଠାତ୍ରୀ ଦେବୀ ମା’ କଟକ ଚଣ୍ଡୀ ପୀଠର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏଥିପାଇଁ ଖର୍ଚ୍ଚ ହେବ ୭୦ କୋଟି ଟଙ୍କା । ଭକ୍ତ ମାନଙ୍କ ପାଇଁ ବିଭନ୍ନ…
Read More...

ଜିଏସ୍‌ଟି ପରିଷଦର ସୁପାରିଶ କେନ୍ଦ୍ର ଓ ରାଜ୍ୟ ମାନିବାକୁ ବାଧ୍ୟ ନୁହନ୍ତି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୯।୫: ଜିଏସ୍‌ଟି ପରିଷଦର ସୁପାରିଶ କେନ୍ଦ୍ର ଓ ରାଜ୍ୟ ସରକାର ମାନିବାକୁ ବାଧ୍ୟ ନୁହନ୍ତି। ଏହା କହିଛନ୍ତି ସୁପ୍ରିମକୋର୍ଟ। ଜଷ୍ଟିସ୍‌ ଡି.ୱାଇ ଚନ୍ଦ୍ରଚୂଡ଼ ଏହି ମାମଲାର ଶୁଣାଣି କରି ଉପରୋକ୍ତ ରାୟ…
Read More...