ଫେବ୍ରୁଆରି ୧୦ରୁ ପୁଣି ଯାନବାହନ ଚେକିଂ, ଧରାପଡ଼ିଲେ କାର୍ଯ୍ୟାନୁଷ୍ଠାନ ନେବ ପୁଲିସ
ଭୁବନେଶ୍ବର, ୬/୨: ଦୀର୍ଘ ଦିନର ବ୍ୟବଧାନ ପରେ ଦ୍ବୈତନଗରୀ ଯାନବାହନ ଯାଞ୍ଚ ହେବ। ଭୁବନେଶ୍ବର-କଟକ କମିସନରେଟ୍ ପୁଲିସ ଏଥି ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆସନ୍ତା ୧୦ ତାରିଖରୁ ପୁଣି ଥରେ ଗାଡ଼ି ଚେକିଂ କଡ଼ାକଡ଼ି…
Read More...
Read More...