ନିର୍ବାଚନ ପାଇଁ ଭୁବନେଶ୍ବରରେ ମୁତୟନ ହେବେ ୧୫ ପ୍ଲାଟୁନ ପୁଲିସ ଫୋର୍ସ

ଭୁବନେଶ୍ବର, ୨୨/୫: ରାଜଧାନୀ ଭୁବନେଶ୍ବରରେ ନିର୍ବାଚନକୁ ନେଇ ପୁଲିସର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଫ୍ରି ଫେୟାର ନିର୍ବାଚନ ନେଇ ପୁଲିସ ଅଧିକାରୀଙ୍କ ସହ ପୁଲିସ କମିଶନରଙ୍କ ଆଲୋଚନା ହୋଇଛି। ନିର୍ବାଚନ…
Read More...

ଉପକୂଳ ଓଡ଼ିଶା ଓ ପଶ୍ଚିମବଙ୍ଗରେ ହୋଇପାରେ ପ୍ରବଳ ବର୍ଷା: ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର

ଭୁବନେଶ୍ବର, ୨୨/୫: ବଙ୍ଗୋପସାଗରରେ ଲଘୁଚାପ ରୂପ ନେଲା ଘୂର୍ଣ୍ଣିବଳୟ। ଏହା ପ୍ରଭାବରେ ଆଗାମୀ ୨୫ ତାରିଖରୁ ଉପକୂଳ ଓଡ଼ିଶା ଓ ପଶ୍ଚିମବଙ୍ଗରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛନ୍ତି ଭାରତୀୟ ପାଣିପାଗ କେନ୍ଦ୍ର…
Read More...

ଦିନ ୫ଟା ସୁଦ୍ଧା ରାଜ୍ୟରେ ୬୦.୫୪ ପ୍ରତିଶତ ମତଦାନ ରେକର୍ଡ

ଭୁବନେଶ୍ୱର, ୨୦/୫: ରାଜ୍ୟରେ ଅପରାହ୍ଣ ୫ଟା ସୁଦ୍ଧା ୬୦.୫୪ ପ୍ରତିଶତ ମତଦାନ ହୋଇଛି । ବରଗଡରେ ସର୍ବାଧିକ ୬୬.୧୪ ପ୍ରତିଶତ ମତଦାନ ହୋଇଥିବା ବେଳେ ୫୫.୬୫ ପ୍ରତିଶତ ସହ ଆସ୍କାରେ ସବୁଠୁ କମ ଭୋଟିଂ ହୋଇଛି । ସୁନ୍ଦରଗଡରେ…
Read More...

ଆଜି ଆଣ୍ଡାମାନ ଛୁଇଁଲା, ଜୁନ୍ ୧୫ ବେଳକୁ ଓଡ଼ିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ବର, ୧୯/୫: ଜୁନ୍ ୧୫ ବେଳକୁ ମୌସୁମୀ ଓଡ଼ିଶା ଛୁଇଁପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଆଣ୍ଡାମାନ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଆଞ୍ଚଳିକ  ପାଣିପାଗ କେନ୍ଦ୍ର…
Read More...

ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖଡଗେ

ଭୁବନେଶ୍ବର, ୧୯/୫: ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ। ଏନେଇ ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର ସୂଚନା ଦେଇଛନ୍ତି। ରାହୁଲ ଗାନ୍ଧୀ ଓ ମଲ୍ଲିକାର୍ଜୁନ…
Read More...

ଖଲ୍ଲିକୋଟ ହିଂସା ଓ ହତ୍ୟାକାଣ୍ଡର ତଦନ୍ତ ପାଇଁ ଗଠନ ହେଲା ଏସ୍‌ଆଇଟି, ୩୦ ଦିନ ମଧ୍ୟରେ ଦାଖଲ ହେବ ଚାର୍ଜସିଟ୍‌

ଭୁବନେଶ୍ବର, ୧୭/୫: ଗଂଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଶ୍ରୀକୃଷ୍ଣଶରଣପୁର ଗ୍ରାମରେ ଗତ ୧୫ ତାରିଖ ଦିନ ପୋଷ୍ଟର ମରାକୁ କେନ୍ଦ୍ର କରି ଘଟିଥିବା ହିଂସାକାଣ୍ଡ ଓ ହତ୍ୟାର ତଦନ୍ତ ପାଇଁ ସ୍ପେଶାଲ ଇନ୍‌ଭେଷ୍ଟିଗେସନ ଟିମ୍‌…
Read More...

+୯୨ରୁ ଆରମ୍ଭ ହୋଇଥିବା ବିଦେଶୀ ନମ୍ବରରୁ କଲ ଗ୍ରହଣ କରନ୍ତୁ ନାହିଁ: ଓଡିଶା ପୁଲିସ୍‌ ଦେଲା ଚେତାବନୀ

ଭୁବନେଶ୍ୱର, ୧୬/୫ : ହ୍ବାଟସ୍ ଆପ୍‌ରେ +୯୨ରୁ ଆରମ୍ଭ ହୋଇଥିବା ବିଦେଶୀ ନମ୍ବରରୁ କଲ ଗ୍ରହଣ ନ କରିବାକୁ ଓଡିଶା ପୁଲିସ୍ ଗୁରୁବାର ଦିନ ମୋବାଇଲ୍ ବ୍ୟବହାରକାରୀଙ୍କୁ ଚେତାବନୀ ଦେଇଛି। ମୋବାଇଲ୍ ବ୍ୟବହାରକାରୀଙ୍କୁ ସତର୍କ…
Read More...

ମୁଁ ନିଜକୁ ଅସୁରକ୍ଷିତ ମଣୁଛି: ମତେ ସୁରକ୍ଷା ଦିଅନ୍ତୁ, ପ୍ରଧାନମନ୍ତ୍ରୀଙ୍କୁ ପ୍ରଦୀପ ପାଣିଗ୍ରାହୀଙ୍କ ଚିଠି

ବ୍ରହ୍ମପୁର, ୧୬/୫: ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖି ସୁରକ୍ଷା ମାଗିଛନ୍ତି। ସେ ଚିଠିରେ ଉଲ୍ଲେଖ କରିଛନ୍ତି ମ‌ୋ ଜୀବନ ପ୍ରତି ବିପଦ ରହିଛି। ମୁଁ ନିଜକୁ…
Read More...

ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ଦେହାନ୍ତ

ଭୁବନେଶ୍ବର, ୧୫/୫: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡମ୍ବରୁଧର ଉଲାକାଙ୍କ ପରଲୋକ ହୋଇଥିବାର ଖବର ମିଳିଛି। ମୃତ୍ୟୁ ମେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ…
Read More...

ଓଡ଼ିଶାରେ ବିଜେପି ସରକାର ଆସିଲେ ରୋଜଗାର ପାଇଁ ଲୋକଙ୍କୁ ବାହାରକୁ ଯିବାକୁ ପଡ଼ିବନି: ଶାହ

ଭୁବନେଶ୍ବର/ସୋରଡ଼ା, ୧୫/୫: ଓଡ଼ିଶାରେ ରୋଜଗାର ଅଭାବ କାରଣରୁ ବାହାର ରାଜ୍ୟକୁ ଯାଉଛନ୍ତି। ରାଜ୍ୟରେ ବିଜେପି ସରକାର ଆସିଲେ ରୋଜଗାର ପାଇଁ ଆଉ ବାହାରକୁ ଯିବାକୁ ପଡ଼ିବ ନାହିଁ। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ବୁଧବାର…
Read More...