ରାଜ୍ୟରେ ମହିଳାଙ୍କ ସୁରକ୍ଷା ପ୍ରତି ସରକାରଙ୍କ ଧ୍ୟାନ ନାହିଁ: ଅଳକା ଲାମ୍ବା

ଭୁବନେଶ୍ବର, ୨୧/୨: ରାଜଧାନୀରେ ବିଶାଳ ସମାବେଶ କରି ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଏଆଇସିସି ମହିଳା ସଭାନେତ୍ରୀ ଅଳକା ଲାମ୍ବା। ସେ କହିଛନ୍ତି,  ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଶ୍ରମିକ ମାରକ…
Read More...

ନବକଳେବର ହେବ ବାରବାଟୀ ଷ୍ଟାଡିୟମ; ୬୦ ହଜାରକୁ ବଢିବ ସିଟ୍ ସଂଖ୍ୟା

କଟକ, ୨୧/୨: ଐତିହାସିକ ବାରବାଟୀ ଷ୍ଟାଡିୟମର ନବକଳେବର ହେବ। ଷ୍ଟାଡିୟମର ରୂପରେଖ ବଦଳିଯିବ। ଏନେଇ ଆଜି ସକାଳୁ ୫-ଟି ଅଧକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ଷ୍ଟାଡିୟମ ବୁଲି ଦେଖିବା ପରେ ଓସିଏର ସମସ୍ତ କର୍ମକର୍ତ୍ତାଙ୍କ ସହ…
Read More...

ଫେବ୍ରୁଆରି ୨୮ରୁ ମହାମହିମା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୪ଦିନିଆ ଓଡ଼ିଶାଗସ୍ତ

ରାଇରଙ୍ଗପୁର, ୨୧/୨: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ତାରିଖ ଠାରୁ ୪ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏନେଇ ରାଷ୍ଟ୍ରପତିଙ୍କ ବ୍ୟକ୍ତିଗତ ସହାୟକ ସୁରଥ କୁମାର ମହାନ୍ତ ସୂଚନା ଦେଇଛନ୍ତି।…
Read More...

ଦେବାଶିଷ, ଶୁଭାଶିଷ ଓ ଅଶ୍ବିନୀ ନିଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

ଭୁବନେଶ୍ବର, ୨୦/୨: ଓଡ଼ିଶାରୁ ରାଜ୍ୟସଭା ପ୍ରାର୍ଥୀ ଭାବେ ଦେବାଶିଷ ସାମନ୍ତରାୟ, ଶୁଭାଷିଶ ଖୁଣ୍ଟିଆ ଓ ଅଶ୍ବିନୀ ବୈଷ୍ଣବ ନିଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ପ୍ରାର୍ଥିପତ୍ର ପ୍ରତ୍ୟାହାର ସମୟ ଶେଷ ହେବା ପରେ…
Read More...

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ମୋଦୀ

କୋରାପୁଟ, ୨୦/୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ୧୨୯ କୋଟି ଟଙ୍କାର ପ୍ରଶାସନିକ ଭବନ ସମେତ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର…
Read More...

ମାର୍ଚ୍ଚ ୨ରୁ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍ ପରୀକ୍ଷା

ଭୁବନେଶ୍ବର, ୨୦/୨ : ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍ ପାଇଁ ଆସନ୍ତା ମାର୍ଚ୍ଚ ୨ ତାରିଖ ଠାରୁ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ତିନିଦିନ ହେବ। ଛାତ୍ରଛାତ୍ରୀମାନେ ମାର୍ଚ୍ଚ ୨, ୪ ଓ ୬ ତାରିଖରେ ପରୀକ୍ଷା ଦେବେ।…
Read More...

ଭବିଷ୍ୟତ ଲାଗି ଯୁବପିଢ଼ିଙ୍କୁ ପ୍ରସ୍ତୁତ କରିବାକୁ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ‘ନୂଆ ଓଡ଼ିଶା’ କାର୍ଯ୍ୟକ୍ରମ ଅଧୀନରେ ଭୁବନେଶ୍ୱରଠାରେ ଆୟୋଜିତ ହୋଇଛି ଦୁଇଦିନିଆ ‘ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ’। ସୋମବାର ଦିନ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ…
Read More...

୧୫ ମିନିଟ୍‌ରେ ସମସ୍ୟା ଶୁଣିବ ପୁଲିସ: ଜାରି ହେଲା ନୂଆ ପୁଲିସ ସହାୟତା ନମ୍ବର

କଟକ, ୧୯/୨: କୌଣସି ଅଭିଯୋଗ ସଂକ୍ରାନ୍ତରେ ପୁଲିସକୁ ଫୋନ୍ କି ହ୍ବାଟ୍‌ସଆପ୍ ମେସେଜ୍ କଲେ ମାତ୍ର ୧୫ ମିନିଟରେ ପୁଲିସ ଅଭିଯୋଗକାରୀଙ୍କୁ ଯୋଗାଯୋଗ କରିବ। ଅଭିଯୋଗର ତ୍ବରିତ ସମାଧାନ କରିବା ପାଇଁ କଟକ କମିସନରେଟ୍…
Read More...

ବଢ଼ିଲା ମାଟ୍ରନ୍‌ଙ୍କ ପାରିଶ୍ରମିକ; ଏଣିକି ପାଇବେ ମାସକୁ ୧୫ ହଜାର ଟଙ୍କା

ଭୁବନେଶ୍ବର, ୧୮/୨: ରାଜ୍ୟ ସରକାର ଜନଜାତି ଛାତ୍ରୀ ନିବାସ ମାଟ୍ରନ୍‌ମାନଙ୍କର ଗୁହାରି ଶୁଣିଛନ୍ତି। ଏଣିକି ମାଟ୍ରନ୍‌ମାନେ ମାସିକ ୧୦ ହଜାର ଟଙ୍କା ବଦଳରେ ୧୫ ହଜାର ପାଇବେ। କାର୍ଯ୍ୟରତ ସମୟରେ ମୃତ୍ୟୁ ହେଲେ ୨ ଲକ୍ଷ…
Read More...

ଗୀତିକାର ଗୁଲଜାରଙ୍କ ସମେତ ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟଙ୍କୁ ମିଳିବ ଜ୍ଞାନପୀଠ ପୁରସ୍କାର

ନୂଆଦିଲ୍ଲୀ, ୧୭/୨: ପ୍ରସିଦ୍ଧ ଗୀତିକାର ଗୁଲଜାର ଏବଂ ସଂସ୍କୃତ ପଣ୍ଡିତ ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟଙ୍କୁ ୫୮ତମ ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ କରାଯିବ। ଜ୍ଞାନପୀଠ ଚୟନ କମିଟି ଶନିବାର ଉଭୟ ନାମ ଘୋଷଣା କରିଛି।…
Read More...