ବଢ଼ିଲା ମଧ୍ୟାହ୍ନଭୋଜନ ପାଚିକା-ସହାୟିକାଙ୍କ ପାରିଶ୍ରମିକ, କୃଷକସାଥୀଙ୍କ ସହାୟତା ରାଶି

ଭୁବନେଶ୍ୱର, ୧୭/୨: ରାଜ୍ୟ ସରକାର ମଧ୍ୟାହ୍ନ ଭୋଜନ ଯୋଜନା ପାଇଁ ସ୍କୁଲରେ ନିୟୋଜିତ ପାଚିକା ଓ ସହାୟିକାମାନ ଓ କୃଷକସାଥୀମାନଙ୍କଙ୍କ ପାରିଶ୍ରମିକ ରାଶି ବୃଦ୍ଧି କରିଛନ୍ତି। ପାଚିକା ଓ ସହାୟିକାମାନଙ୍କ ପାରିଶ୍ରମିକ…
Read More...

ପାରାଦୀପରେ ତିନିଟି ନୂଆ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ପାରାଦୀପ, ୧୬/୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାରାଦୀପରେ ତିନିଟି ନୂଆ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଜେଏସଡବ୍ଲ୍ୟ ଉତ୍କଳ ଷ୍ଟିଲ କାରଖାନା, ରିନ୍ୟୁ ଇ-ଫୁଏଲ ଗ୍ରୀନ ଆମୋନିଆ କାରଖାନା ଏବଂ ସିଲକ୍ସ ଇଣ୍ଡିଆ…
Read More...

ମିସନ ଶକ୍ତି ସଦସ୍ୟଙ୍କୁ ୟୁନିଫର୍ମ ବାବଦକୁ ମିଳିବ ୧୦୦୦ ଟଙ୍କା

ଭୁବନେଶ୍ବର, ୧୬/୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ୧୨ ପ୍ରସ୍ତାବ ଉପରେ ମୋହର ବାଜିଛି। କ୍ୟାବିନେଟ୍‌…
Read More...

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ସମାପନ ହେବ ଅଙ୍ଗଦାତାଙ୍କ ଶେଷକୃତ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୧୫/୨: ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ତ୍ୟାଗ ଓ ସାହସର ସ୍ୱୀକୃତି ସ୍ୱରୂପ ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏନେଇ…
Read More...

ଓଡ଼ିଶାରେ ୬,୬୦୦ କୋଟି ଟଙ୍କାର ୨୮ଟି ଜାତୀୟ ରାଜପଥ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର, ୧୫/୨: ଓଡ଼ିଶାର ସମୃଦ୍ଧି ପାଇଁ ଉନ୍ନତ ଯୋଗାଯୋଗକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ଆଜି ପୁରୀ ଠାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୬,୬୦୦…
Read More...

ରାଜ୍ୟସଭା ନିର୍ବାଚନ: କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଓଡ଼ିଶାରୁ ପ୍ରାର୍ଥୀ ଘୋଷଣା କଲା ବିଜେପି

ଭୁବନେଶ୍ବର, ୧୪/୨: ରାଜ୍ୟସଭା ନିର୍ବାଚନ ଲାଗି କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ପ୍ରାର୍ଥୀ ଘୋଷଣା କରିଛି ବିଜେପି। ସେ ତୃତୀୟ ପ୍ରାର୍ଥୀ ଭାବେ ରାଜ୍ୟରୁ ନିର୍ବାଚନ ଲଢ଼ିବେ। ବିଜେପିର କେନ୍ଦ୍ରୀୟ କମିଟି…
Read More...

ୟୁଏଇର ପ୍ରଥମ ହିନ୍ଦୁ ମନ୍ଦିର ଉଦଘାଟନ କଲେ ମୋଦୀ

ଆବୁଧାବି, ୧୪/୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ସ୍ୱାମୀନାରାୟଣ ସଂପ୍ରଦାୟର କର୍ମକର୍ତ୍ତାମାନଙ୍କ ଉପସ୍ଥିତିରେ ମନ୍ତ୍ର ଉଚ୍ଚାରଣ ମଧ୍ୟରେ ଆବୁଧାବିର ପ୍ରଥମ ହିନ୍ଦୁ ମନ୍ଦିର ଉଦ୍ଘାଟନ କରିଛନ୍ତି। ହାଲୁକା…
Read More...

ବରିଷ୍ଠ ବୁଣାକାର, ହସ୍ତଶିଳ୍ପ କାରିଗରଙ୍କ ପାଇଁ ନୂଆ ଯୋଜନା ଘୋଷଣା କଲେ ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୧୪/୨: ରାଜ୍ୟର ବରିଷ୍ଠ ବୁଣାକାର ଓ ହସ୍ତଶିଳ୍ପ କାରିଗରମାନଙ୍କ ପାଇଁ ଖୁସି ଖବର ଆସିଛି। ସେମାନଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ଯୋଜନା ଘୋଷଣା କରିଛନ୍ତି।…
Read More...

ଦୁଇଦିନିଆ ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ବର, ୧୩/୨: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଆଉ ଦୁଇ ଦିନ ଥିବା ବେଳେ ଓଡିଶାରୁ ୩ୟ ଚେହେରା କିଏ ହେବେ ସେନେଇ ଦ୍ବନ୍ଦ୍ବ ଦେଖାଯାଇଛି। କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ପୁରୀର…
Read More...

ମମତା ଯୋଜନାରେ ଦୁଇଗୁଣ ହେଲା ସହାୟତା ରାଶି, ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର, ୧୩/୨: ରାଜ୍ୟ ସରକାର ମାତୃ ଓ ଶିଶୁ ଅପପୁଷ୍ଟି ହ୍ରାସ ପାଇଁ ଆରମ୍ଭ କରିଥିବା ‘ମମତା ଯୋଜନା’ର ସହାୟତା ରାଶି ୨ଗୁଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ମମତା ଯୋଜନାରେ ଗର୍ଭବତୀ ମହିଳାମାନଙ୍କୁ…
Read More...