କେନ୍ଦୁପତ୍ର ତୋଳାଳିଙ୍କ ବୋନସ୍ ବୃଦ୍ଧି କଲେ ରାଜ୍ୟ ସରକାର

ସମ୍ବଲପୁର, ୧୧/୨: ବଢ଼ିଲା କେନ୍ଦୁପତ୍ର ତୋଳାଳିଙ୍କ ବୋନସ୍ । ବୋନସକୁ ୨୫ ପ୍ରତିଶତରୁ ୫୦ ପ୍ରତିଶତକୁ ବୃଦ୍ଧି କରାଗଲା। ଏଥିରେ ଉପକୃତ ହେବେ ୮ ଲକ୍ଷ ୫୦ ହଜାର ତୋଳାଳି। ଏଥିପାଇଁ ୯୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି…
Read More...

ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତା ଆଉ ନାହାନ୍ତିଙ୍କ ପରଲୋକ

ଭୁବନେଶ୍ବର, ୧୧/୨: ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତା ଆଉ ନାହାନ୍ତି। ୯୫ ବର୍ଷ ବୟସରେ ସେ ଇହଲୀଳା ସମ୍ବରଣ କରିଛନ୍ତି। ସେ ଓଡ଼ିଶା ସାହିତ୍ୟ ଏକାଡେମିର ପୂର୍ବତନ ସଭାପତି ଥିଲେ। ଏହାଛଡ଼ା ଭାରତୀୟ ରେଳସେବାରୁ ସେ ଅବସର…
Read More...

ରାଣୀ ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ, ୧୦ ଥର ହୋଇଥିଲେ ବିଧାୟିକା

ଭୁବନେଶ୍ବର, ୧୦/୨ : ଖଲ୍ଲିକୋଟ ରାଣୀ ତଥା କବିସୂର୍ଯ୍ୟନଗର ଓ ଖଲ୍ଲିକୋଟର ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ୮୭ ବର୍ଷ ବୟସରେ ପରଲୋକ ହୋଇଯାଇଛି। ତାମିଲନାଡୁର ଚେନ୍ନାଇସ୍ଥିତ ଆପୋଲୋ…
Read More...

ମଧୁବାବୁ ପେନସନ ଯୋଜନାର ସହାୟତା ରାଶି ୫୦୦ ଟଙ୍କା ବୃଦ୍ଧି

ଭୁବନେଶ୍ବର, ୧୦/୨: କିଛିଦିନ ଧରି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀଙ୍କୁ ଅଧିକ ସହାୟତା ଦେବାକୁ ବିରୋଧୀ ଦଳ ଦାବି କରୁଥିଲେ । ଏହା ସହ ଏହା ଉପରେ ବିଚାର କରିବାକୁ ଓଡ଼ିଶା ହାଇକୋର୍ଟ ମଧ୍ୟ ସରକାରଙ୍କୁ ପରାମର୍ଶ…
Read More...

ରାଜଗାଙ୍ଗପୁରରେ ରାହୁଲଙ୍କ ‘ଭାରତ ଯୋଡ଼ ନ୍ୟାୟ ଯାତ୍ରା’ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିରେ କଲେ ମାଲ୍ୟାର୍ପଣ

ସୁନ୍ଦରଗଡ଼, ୭/୨: ଭାରତ ଯୋଡ ନ୍ୟାୟ ଯାତ୍ରାର ବୁଧବାର ଦ୍ବିତୀୟ ଦିନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ରାଉରକେଲାରୁ ଆସି ନିର୍ଦ୍ଧାରିତ ସମୟ ପୂର୍ବରୁ ଦିନ ସାଢେ ୧୧ଟାରେ ରାଜଗାଙ୍ଗପୁରରେ ପହଞ୍ଚିଥିଲେ। ଆଦିବାସୀଙ୍କ…
Read More...

ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ

କଟକ, ୭/୨: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଆଜି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଶପଥ ନେଇଛନ୍ତି। ରାଜ୍ୟପାଳ ରଘୁବର ଦାସ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଏହି ଶପଥ ଗ୍ରହଣ ଉତ୍ସବରେ ରାଜ୍ୟ ମୁଖ୍ୟ…
Read More...

ଅକ୍ଷର ଭୂମି ପରିଦର୍ଶନ ସହ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ପ୍ରସ୍ତୁତି ସମୀକ୍ଷା କଲେ ୫ଟି ଅଧ୍ୟକ୍ଷ

ଭୁବନେଶ୍ୱର, ୧/୨: ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ଗୁରୁବାର ସନ୍ଧ୍ୟାରେ ଜନତା ମୈଦାନ ଓ ଅକ୍ଷର ଭୂମି ପରିଦର୍ଶନ କରି ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପାଇଁ ଚାଲିଥିବା ପ୍ରସ୍ତୁତି କାର୍ଯ୍ୟର…
Read More...

୧୬ଟି ଉପଜିଲ୍ଲାସ୍ତରୀୟ ଡାକ୍ତରଖାନାରେ ଡାଏଲେସିସ୍‌ କେନ୍ଦ୍ର ଲୋକାର୍ପିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ୧୬ଟି ଉପଜିଲ୍ଲା ସ୍ତରୀୟ ଡାକ୍ତରଖାନାରେ ଡାଏଲେସିସ୍‌  କେନ୍ଦ୍ର ଲୋକାର୍ପଣ କରିଛନ୍ତି। ସାରା ରାଜ୍ୟରେ ୫ଟି ଉପକ୍ରମରେ ଉପଜିଲ୍ଲା ସ୍ତରରେ…
Read More...

ପ୍ରଥମ ‘ବିଶ୍ଵ ଓଡ଼ିଆ ଭାଷା ସମ୍ମାନ’ରେ ସମ୍ମାନିତ ହେବେ ଭାଷାବିତ୍ ଦେବୀପ୍ରସନ୍ନ ପଟ୍ଟନାୟକ

ଭୁବନେଶ୍ଵର, ୩୧/୧: ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ବିଶିଷ୍ଟ ଭାଷାବିତ୍ ତକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନରେ ସମ୍ମାନିତ କରାଯିବ। ପ୍ରଥମ ବିଶ୍ଵ ଓଡିଆ ଭାଷା…
Read More...

୧୬ଟି ବିଭାଗରେ ୭୫୧୯ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୧/୧: ରାଜ୍ୟରେ ଆରମ୍ଭ ହୋଇଛି ଶିକ୍ଷାର ଉତ୍ସବ। ଶିକ୍ଷାକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିବା ପାଇଁ, ଶିକ୍ଷା ବ୍ୟବସ୍ଥାରେ ନୂଆ ବିପ୍ଳବ ଆଣିବା ପାଇଁ ୫ଟି ଉପକ୍ରମରେ ଆରମ୍ଭ ହୋଇଛି ଅଭିନବ ପ୍ରୟାସ।…
Read More...