ସମ୍ ହସ୍ପିଟାଲ୍‌ରେ ଚତୁର୍ଥ ଥର ପାଇଁ ଅଙ୍ଗଦାନ ପ୍ରକ୍ରିୟା ସମ୍ପନ୍ନ

ଭୁବନେଶ୍ୱର, ୮/୯: ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍‌ରେ ସୋମବାର ଜଣେ ୫୨ ବର୍ଷୀୟ ବ୍ରେନ୍ ଡେଡ୍ ବ୍ୟକ୍ତିଙ୍କ ଠାରୁ ଯକୃତ ବାହାର କରାଯାଇ ଭୁବନେଶ୍ୱରର ଅନ୍ୟ ଏକ ହସ୍ପିଟାଲ୍‌ରେ…
Read More...

ସୂଚନା କମିସନଙ୍କ ନିର୍ଦ୍ଦେଶ: ପ୍ରାର୍ଥୀଙ୍କୁ ସାକ୍ଷାତକାର ମାର୍କ ଦେବାକୁ ଓଡ଼ିଶା ଲୋକସେବା ଆୟୋଗକୁ ନୋଟିସ୍

ଭୁବନେଶ୍ୱର, ୮/୯: ଏକ ସାମ୍ପ୍ରତିକ ରାୟରେ ରାଜ୍ୟ ମୁଖ୍ୟ ସୂଚନା କମିସନର ଏକ ଐତିହାସିକ ନିର୍ଦ୍ଦେଶ ଦେଇଛନ୍ତି । ଏଥିରେ ୨୦୨୨ ମସିହାରେ ସହକାରୀ ଶିକ୍ଷକ ପଦବୀ ପାଇଁ ମନୋନୀତ ହୋଇ ନଥିବା ଜଣେ ପ୍ରାର୍ଥୀଙ୍କୁ…
Read More...

ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ‘ଜାତୀୟ ଶିକ୍ଷକ ପୁରସ୍କାର’ରେ ସମ୍ମାନିତ କଲେ ରାଷ୍ଟ୍ରପତି

କୋରାପୁଟ/ମାଲକାନଗିରି, ୬/୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁ ଦିବସ ଉପଲକ୍ଷେ ଦେଶର ମୋଟ୍‌ ୮୧ ଜଣ ଆଦର୍ଶ ଶିକ୍ଷକଙ୍କୁ ବିଦ୍ୟାଳୟ ଶିକ୍ଷା ଏବଂ ଉଚ୍ଚଶିକ୍ଷା କ୍ଷେତ୍ରରେ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ…
Read More...

ଏନ୍‌ଆଇଆର୍‌ଏଫ୍ ରାଙ୍କିଂ ୨୦୨୫: ଶିକ୍ଷା ଓ ଅନୁସନ୍ଧାନ ଦେଶର ୧୫ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ, ମେଡିକାଲ୍ ସାଇନ୍‌ସେସ…

ଭୁବନେଶ୍ୱର, ୬/୯: ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ଉତ୍କର୍ଷତା ହାସଲ କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟ ଦେଶର ୧୫ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ମନୋନୀତ ହୋଇଛି । ଗୁରୁବାର…
Read More...

ସୋଆ ପ୍ରତିଷ୍ଠାତା ସଭାପତି ଓ ଏନ୍‌ଆଇଟି, ଅରୁଣାଚଳ ପ୍ରଦେଶର ନିର୍ଦ୍ଦେଶକଙ୍କ ମଧ୍ୟରେ ସୌଜନ୍ୟମୂଳକ ସାକ୍ଷାତ

ଭୁବନେଶ୍ୱର, ୩୧/୮ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ଶନିବାର ସୋଆ ମୁଖ୍ୟ କାର୍ଯ୍ୟାଳୟରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ନ୍ୟାସ୍‌ନାଲ…
Read More...

ସୋଆ ପକ୍ଷରୁ ଦୁଇ ଦିନିଆ ଜାତୀୟ କ୍ରୀଡ଼ା ଦିବସ ଉଦ୍‌ଯାପିତ

ଭୁବନେଶ୍ୱର, ୩୧/୮: କିମ୍ବଦନ୍ତୀ ହକି ଖେଳାଳୀ ମେଜର ଧ୍ୟାନଚାନ୍ଦଙ୍କ  ଜନ୍ମ ଜୟନ୍ତୀ ଅବସରରେ ସାରା ଦେଶରେ ଜାତୀୟ କ୍ରୀଡ଼ା ଦିବସ ପାଳନ କରାଯାଉଥିôବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ…
Read More...

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର: ଶ୍ରେଷ୍ଠ କ୍ରୀଡା ସାମ୍ବାଦିକଙ୍କୁ ୨ ଲକ୍ଷ ଟଙ୍କା

ଭୁବନେଶ୍ବର, ୩୦/୮: ୨୯ ଅଗଷ୍ଟ ଜାତୀୟ କ୍ରୀଡ଼ା ଦିବସ ଅବସରରେ ୨୦୨୪ ବର୍ଷ ପାଇଁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯାଇଛି। ରାଜ୍ୟପାଳ ହରିବାବୁ କମ୍ଭମପତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୁରସ୍କାର…
Read More...

୧ ସେପ୍ଟେମ୍ବରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର, ୨୯/୮: ଆଗାମୀ  ସେପ୍ଟେମ୍ବର ୧ ତାରିଖ ସୋମବାର  ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ  ଆସନ୍ତା ସୋମବାର ସେପ୍ଟେମ୍ବର ୧…
Read More...

ଆଜିଠୁ ଦୁଇ ଦିନିଆ ଜାପାନ ଗସ୍ତରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୮/୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୁଇଦିନିଆ ଜାପାନଗସ୍ତ ଥିବା ବେଳେ ଆଜି ମଧ୍ୟରାତ୍ରିରେ ସେ ଜାପାନ ଅଭିମୁଖେ ବାହାରିବେ ବୋଲି ସୂଚନା ରହିଛି। ତେବେ ଆଜି ରାତିରେ ବାହାରି ଆସନ୍ତାକାଲି ପହଞ୍ଚିବେ…
Read More...

ଏମ୍ସ ଭୁବନେଶ୍ୱରରେ କାର୍ଯ୍ୟକାରୀ ହେଲା ଅତ୍ୟାଧୁନିକ ନ୍ୟୁରୋ ମଡ୍ୟୁଲେସନ୍ ସେବା କେନ୍ଦ୍ର

ଭୁବନେଶ୍ୱର, ୨୮/୮: ମାନସିକ ସ୍ୱାସ୍ଥ୍ୟସେବାକୁ ଆଗକୁ ବଢାଇବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଏମ୍ସ ଭୁବନେଶ୍ୱର ମାନସିକ ରୋଗ ବିଭାଗ ପକ୍ଷରୁ ଏକ ଅତ୍ୟାଧୁନିକ ନ୍ୟୁରୋ ମଡ୍ୟୁଲେସନ୍ ସେବା କେନ୍ଦ୍ର…
Read More...