୫ମ ଥର ପାଇଁ ରୁଷିଆର ରାଷ୍ଟ୍ରପତି ହେଲେ ଭ୍ଲାଦିମିର ପୁଟିନ, ପାଇଲେ ୮୮% ଭୋଟ

ମସ୍କୋ, ୧୮/୩: ଭ୍ଲାଦିମିର ପୁଟିନ୍ ଲଗାତାର ପଞ୍ଚମ ଥର ପାଇଁ ରୁଷିଆର ରାଷ୍ଟ୍ରପତି ନିର୍ବାଚନ ଜିତିଛନ୍ତି। ବିରୋଧୀ ଦଳ ନେତାଙ୍କ ବିନା ଲଢାଯାଇଥିବା ଏହି ନିର୍ବାଚନରେ ସେ ପ୍ରାୟ ୮୮ ପ୍ରତିଶତ ଭୋଟ ପାଇ ବିଜୟୀ…
Read More...

ଇଲେକ୍ଟୋରାଲ ବଣ୍ଡ: ତାଲିକାର ଶୀର୍ଷରେ ବିଜେପି, ପଛକୁ ଟିଏମସି

ନୂଆଦିଲ୍ଲୀ, ୧୭/୩: ରବିବାର ସାର୍ବଜନୀନ ହୋଇଥିବା ଭାରତୀୟ ନିର୍ବାଚନ କମିଶନଙ୍କ ସଦ୍ୟତମ ତଥ୍ୟ ଅନୁଯାୟୀ ଭାରତୀୟ ଜନତା ପାର୍ଟି (ବିଜେପି) ମୋଟ ୬,୯୮୬.୫ କୋଟି ଟଙ୍କାର ଇଲେକ୍ଟୋରାଲ ବଣ୍ଡ୍‌ ନଗଦ କରିଛି, ଯେଉଁଥିରୁ…
Read More...

ଓଡ଼ିଶାରେ ୪ ପର୍ଯ୍ୟାୟରେ ନିର୍ବାଚନ: ୬୦ ପ୍ରତିଶତ ବୁଥ୍‌‌ରେ ହେବ ୱେବ୍‌କାଷ୍ଟିଂ

ଭୁବନେଶ୍ବର, ୧୭/୩: ଭାରତର ନିର୍ବା‌ଚନ ଆୟୋଗ ଆଜି ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିବା ସହିତ ସାରା ଦେଶରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ଏହାପରେ ଓଡ଼ିଶାରେ ସାଧାରଣ ନିର୍ବାଚନ‌କୁ ଶାନ୍ତିଶୃଙ୍ଖଳାର ସହ…
Read More...

ରାଜ୍ୟ ସରକାର ବଢ଼ାଇଲେ ସର୍ବନିମ୍ନ ମଜୁରୀ

ଭୁବନେଶ୍ବର, ୧୪/୩: ରାଜ୍ୟ ସରକାର ଆଜି ସର୍ବନିମ୍ନ ମଜୁରୀରେ ବୃଦ୍ଧି କରିଛନ୍ତି। ଏ ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି । ଚାରୋଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ…
Read More...

ଏମ୍‌ସ ଭୁବନେଶ୍ୱରକୁ ‘ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ଏସିଆ ସେଫ୍‌ ସର୍ଜିକାଲ୍ ଇମ୍ପ୍ଲାଣ୍ଟ କନସୋର୍ଟିୟମ୍’ ପୁରସ୍କାର

ଭୁବନେଶ୍ୱର, ୧୩/୩: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ମର୍ଯ୍ୟାଦାଜନକ ଏସିଆ ସେଫ୍ ସର୍ଜିକାଲ୍ ଇମ୍ପ୍ଲାଣ୍ଟ କନ୍ସୋର୍ଟିୟମ୍ କ୍ୟୁଆଇପି ପୁରସ୍କାର ୨୦୨୩ରେ ସମ୍ମାନିତ ହୋଇଛି ଏମ୍‌ସ ଭୁବନେଶ୍ୱର।…
Read More...

ଆଉ ୨୨ ନୂଆ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୧୩/୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି।…
Read More...

ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା

ଭୁବନେଶ୍ବର, ୧୩/୩: ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇ କୁହାଯାଇଛି ଯେ, ପଦ୍ମ…
Read More...

ଆସିଲା ବିଜେପିର ୨ୟ ପ୍ରାର୍ଥୀ ତାଲିକା, ନାଗପୁରରୁ ନୀତିନ ଗଡ଼କରୀ

ନୂଆଦିଲ୍ଲୀ, ୧୩/୩: ଆଗାମୀ ଲୋକସଭା ନିର୍ବାଚନ ୨୦୨୪ ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ବୁଧବାର ନିଜର ଦ୍ୱିତୀୟ ପ୍ରାର୍ଥୀ ତାଲିକା ଜାରି କରିଛି। ଦ୍ବିତୀୟ ତାଲିକାରେ ୭୨ ଜଣଙ୍କ ନାଁ ରହିଛି ।  କେନ୍ଦ୍ରମନ୍ତ୍ରୀ…
Read More...

ପଞ୍ଚାୟତିରାଜ ପ୍ରତିନିଧିଙ୍କ ପାରିତୋଷିକ, ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ବର, ୧୨/୩: ରାଜ୍ୟ ସରକାର ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ ପ୍ରତିନିଧିମାନଙ୍କ ପାରିତୋଷିକ, ଭତ୍ତା ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଏହି ଘୋଷଣା କରିଛନ୍ତି।…
Read More...

ନିର୍ବାଚନ କମିଶନଙ୍କୁ ନିର୍ବାଚନ ବଣ୍ଡ ସମ୍ପର୍କିତ ତଥ୍ୟ ଦେଲା ଷ୍ଟେଟ ବ୍ୟାଙ୍କ

ନୂଆଦିଲ୍ଲୀ, ୧୨/୩: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସବିଆଇ) ନିର୍ବାଚନ କମିଶନଙ୍କୁ ଇଲେକ୍ଟୋରାଲ ବଣ୍ଡ ସମ୍ପର୍କିତ ତଥ୍ୟ ପଠାଇଛି। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ଏହି ତଥ୍ୟ ଏସବିଆଇକୁ…
Read More...