ଏଣିକି ଜୈବିକ ଚାଉଳରେ ଶ୍ରୀମନ୍ଦିର କୋଠଭୋଗ

ଭୁବନେଶ୍ୱର, ୧୩/୨: ମହାପ୍ରସାଦକୁ ରସାୟନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ଶ୍ରୀମନ୍ଦିର କୋଠଭୋଗରେ ଜୈବିକ ଚାଉଳ ବ୍ୟବହାର କରାଯିବ। ଏହାସହ ଶ୍ରୀଗୁଣ୍ଡିଚା…
Read More...

ବିବାହ ବିଚ୍ଛେଦ ରୋକିବାକୁ ମେଣ୍ଟାଲ ହେଲ୍‌ଥ କାଉନସିଲିଂ ସେଣ୍ଟର୍: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ବର, ୧୧/୨: ଦିନକୁ ଦିନ ରାଜ୍ୟରେ ବଢ଼ୁଛି ବିବାହ ବିଚ୍ଛେଦ ଘଟଣା। ଏହାକୁ ହ୍ରାସ କରିବା ଲାଗି ରାଜ୍ୟ ସରକାର ଯୋଜନା କରୁଛନ୍ତି। ବିଚ୍ଛେଦ ରୋକିବାକୁ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି କହିଛନ୍ତି…
Read More...

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସ ନୂଆ ପିସିସି ସଭାପତି

ଭୁବନେଶ୍ବର, ୧୧/୨: ଓଡ଼ିଶା ରାଜନୀତିର ଅନ୍ୟତମ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି)ର ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ଅଖିଳ ଭାରତୀୟ କଂଗ୍ରେସ…
Read More...

ବାରବାଟୀରେ ବଡ଼ ବିଭ୍ରାଟ: ଅଧାରେ ଅଟକିଲା ଭାରତ-ଦିନିକିଆ ମ୍ୟାଚ୍‌

କଟକ, ୯/୨: ଐତିହାସିକ ବାରବାଟୀ କ୍ରିକେଟ୍‌ ଷ୍ଟାଡିୟମ ରବିବାର ବଡ଼ ବିଭ୍ରାଟ ଦେଖାଯାଇଛି। ଭାରତ ଓ ଇଂଲଣ୍ଡ ମଧ୍ୟରେ ଏଠାରେ ଖେଳାଯାଉଥିବା ଦିବାରାତ୍ର ମ୍ୟାଚ୍‌ ବେଳେ କିଛି ଫ୍ଲଡ ଲାଇଟ୍‌ ବନ୍ଦ ହୋଇଯାଇଥିଲା। ଫଳରେ…
Read More...

ଆୟକର ଦେଉଥିବା ୮ ଲକ୍ଷ ଲୋକ ରାସନ୍‌କାର୍ଡ ନେଇଥିଲେ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର, ୯/୨: ରାଜ୍ୟ ସରକାର ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ରାସନ୍‌କାର୍ଡ ଇ-କେୱାଇସି କରିବାକୁ ପରାମର୍ଶ ଦେଇଛନ୍ତି। ଏହି ହିସାବରେ ହିତାଧିକାରୀଙ୍କ ପାଖରେ ଆଉ ୬ ଦିନ ସମୟ ରହିଛି। ବର୍ତ୍ତମାନ ସୁଦ୍ଧା ୩୭ ଲକ୍ଷ…
Read More...

ଫେବ୍ରୁଆରି ୧୦ରୁ ଓଡ଼ିଶାରେ ମାସେବ୍ୟାପୀ କୃମିନାଶ ଅଭିଯାନ

ଭୁବନେଶ୍ୱର, ୬/୨: ପରିବାର କଲ୍ୟାଣ ନିର୍ଦ୍ଦେଶାଳୟ, ୟୁନିସେଫ୍ ସହଯୋଗରେ, ଫେବ୍ରୁଆରି ୧୦ ରୁ ଓଡ଼ିଶାର ୧ କୋଟି ୬୦ ଲକ୍ଷରୁ ଅଧିକ ଶିଶୁ ଏବଂ ମହିଳାଙ୍କୁ କୃମିନାଶକ ଡୋଜ୍ ଦେବା ପାଇଁ ଏକ ଅଭିଯାନ ଆରମ୍ଭ କରାଯିବ। ଏହି…
Read More...

୧୩ ଫେବ୍ରୁଆରିରୁ ବିଧାନସଭା ବ‌ଜେଟ୍ ଅଧିବେଶନ, ୧୨ରେ ସର୍ବଦଳୀୟ ବୈଠକ

ଭୁବନେଶ୍ବର, ୬/୨: ଫେବ୍ରୁଆରି ୧୩ରୁ ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏନେଇ ଫେବ୍ରୁଆରି ୧୨ ତାରିଖରେ ବିଧାନସଭାର ସର୍ବଦଳୀୟ ବୈଠକ. ପୂର୍ବାହ୍ନ ୧୧ରେ ବାଚସ୍ପତି ସୁରମା ପାଢ଼ୀଙ୍କ…
Read More...

ଫେବ୍ରୁଆରି ୧୦ରୁ ପୁଣି ଯାନବାହନ ଚେକିଂ, ଧରାପଡ଼ିଲେ କାର୍ଯ୍ୟାନୁଷ୍ଠାନ ନେବ ପୁଲିସ

ଭୁବନେଶ୍ବର, ୬/୨: ଦୀର୍ଘ ଦିନର ବ୍ୟବଧାନ ପରେ ଦ୍ବୈତନଗରୀ ଯାନବାହନ ଯାଞ୍ଚ ହେବ। ଭୁବନେଶ୍ବର-କଟକ କମିସନରେଟ୍‌ ପୁଲିସ ଏଥି ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆସନ୍ତା ୧୦ ତାରିଖରୁ ପୁଣି ଥରେ ଗାଡ଼ି ଚେକିଂ କଡ଼ାକଡ଼ି…
Read More...

କପି ରୋକିବାକୁ ପଞ୍ଚସ୍ତରୀୟ ବ୍ୟବସ୍ଥା, ୪୫ ଦିନରେ ଆସିବ ଯୁକ୍ତ୨ ପରୀକ୍ଷା ଫଳ

ଭୁବନେଶ୍ବର, ୪/୨: ଯୁକ୍ତ ଦୁଇ ଥିଓରୀ ପରୀକ୍ଷା-୨୦୨୫ ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ଆସନ୍ତା ୧୮ ତାରିଖ ଠାରୁ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୩୦ଟି…
Read More...

ଅଷ୍ଟମ ଅଭିଯୋଗ ଶୁଣାଣିରେ ୧୦୦୦ ଦରଖାସ୍ତ ପଞ୍ଜିକୃତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୩/୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଷ୍ଟମ ଅଭିଯୋଗ ଶୁଣାଣି ସୋମବାର ଅନୁଷ୍ଠିତ ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ସୂଚନା ପ୍ରଦାନ କରିଛନ୍ତି।  ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି…
Read More...