ଆଉ ମାସେ ବଢ଼ିଲା ହାଇ ସିକ୍ୟୁରିଟି ନମ୍ବର ପ୍ଳେଟ୍‌ ଅବଧି

ଭୁବନେଶ୍ୱର, ୨୯।୧୦: ଗାଡ଼ି ଚାଳକଙ୍କୁ ମିଳିଲା ସାମାନ୍ୟ ଆଶ୍ୱସ୍ତି। ନମ୍ୱର ପ୍ଲେଟ୍‌ (ହାଇ ସିକ୍ୟୁରିଟି ନମ୍ବର ପ୍ଳେଟ୍‌) ଅବଧି ପୁଣି ବଢ଼ାଇଲେ ରାଜ୍ୟ ସରକାର। ଆଉ ମାସେ ଅବଧି ବଢ଼ାଇବାକୁ ରାଜ୍ୟ ପରିବହନ ବିଭାଗ…
Read More...

ଏଣିକି ୧୦୦ ମିନିଟରେ ହେବ କାର୍ଯ୍ୟାନୁଷ୍ଠାନ: ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କଲେ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର, ୨୭।୧୦: ଧାମନଗର ଉପନିର୍ବାଚନ ପାଇଁ ଲାଗୁ କରାଯାଇଥିବା ଆଦର୍ଶ ଆଚରଣ ବିଧିକୁ ନେଇ ମୁଖ୍ୟ ନିର୍ବାଚନ କମିସନର କଠୋର ହୋଇଛନ୍ତି। ରାଜନୈତିକ ଦଳ ଓ କର୍ମୀ ଆଦର୍ଶ ଆଚରଣ ବିଧି ମାନନ୍ତୁ ନଚେତ କାର୍ଯ୍ୟାନୁଷ୍ଠାନ…
Read More...

ଧାମନଗର ଉପନିର୍ବାଚନ ପାଇଁ ୨୮ ଓ ୨୯ରେ ଧର୍ମେନ୍ଦ୍ରଙ୍କ ପଦଯାତ୍ରା

ଭୁବନେଶ୍ୱର ୨୭/୧୦: ଧାମନଗର ଉପନିର୍ବାଚନ ପାଇଁ ଆସନ୍ତାକାଲି ଠାରୁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିର୍ବାଚନମଣ୍ଡଳୀରେ ଦଳୀୟ ପ୍ରାର୍ଥୀ ତଥା ବିରୋଧୀ ଦଳର ଉପନେତା…
Read More...

ସମ୍ ଅଲ୍ଟିମେଟ୍‌ରେ ନବଜାତ ଶିଶୁର ପେଟରୁ ଅସ୍ତ୍ରୋପଚାର ଜରିଆରେ ବାହାର କରାଗଲା ବୃହତ ଟ୍ୟୁମର

ଭୁବନେଶ୍ୱର ୨୭/୧୦: ଏକ ନବଜାତ ଶିଶୁର ପେଟରୁ ଅସ୍ତ୍ରୋପଚାର ଜରିଆରେ ଏକ ବଡ଼ ଟ୍ୟୁମର ବାହାର କରିବାରେ ସଫଳ ହୋଇଛନ୍ତି ସମ୍ ଅଲ୍ଟିମେଟ୍ ମେଡିକେୟାରର ସର୍ଜନ। ଏ ନେଇ ସମ୍ମମ୍ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି । ଶିଶୁ…
Read More...

ସମ୍‌ରେ ମୃତ ବ୍ୟକ୍ତିଙ୍କ ଅଂଗ ପ୍ରତ୍ୟାରୋପଣ ନେଇ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ୨୫।୧୦:  ମୃତ ବ୍ୟକ୍ତିଙ୍କ ଶରୀରରୁ ଅଂଗ ପ୍ରତ୍ୟାରୋପଣ ନେଇ ପ୍ରସ୍ତୁତ କରାଯାଇଥିବା ନିୟମାବଳୀ ଉପରେ ସଚେତନତା ସୃଷ୍ଟି କାର୍ଯ୍ୟକ୍ରମ ଅନୁଷ୍ଠିତ। ସମ୍ ଅଲ୍ଟିମେଟ୍ ମେଡିକେୟାର ପକ୍ଷରୁ ଗତ ଶୁକ୍ରବାର ଏକ…
Read More...

୨୦୨୩-୨୪ ବାର୍ଷିକ ବଜେଟ୍ : ଡିସେମ୍ବର ୧୫ ସୁଦ୍ଧା ପ୍ରସ୍ତାବ ମାଗିଲା ଅର୍ଥ ବିଭାଗ

ଭୁବନେଶ୍ୱର, ୨୫।୧୦: ୨୦୨୨-୨୩ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ୍ ପାଇଁ ବିଭାଗଗୁଡ଼ିକ ପ୍ରସ୍ତୁତି କରୁଥିବା ବେଳେ ଡିସେମ୍ବର ୧୫ ତାରିଖ ସୁଦ୍ଧା ୨୦୨୩-୨୪ ଆର୍ଥିକ ବର୍ଷ ନିମନ୍ତେ ଚୂଡ଼ାନ୍ତ ପ୍ରସ୍ତାବ ପଠାଇବାକୁ ଅର୍ଥ…
Read More...

ପୂରା ଦେଶରୁ ଫେରିଗଲା ମୌସୁମୀ

ଭୁବନେଶ୍ବର, ୨୩।୧୦: ସମଗ୍ର ଦେଶରୁ ବିଦାୟ ନେଇଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ।  ରବିବାର ଭାରତୀୟ ପାଣିପାଗ ବିଭାଗ ଏହି ସୂଚନା ଦେଇଛି। ଚଳିତ ବର୍ଷ ମୌସୁମୀଜନିତ  ସ୍ୱଭାବିକଠାରୁ ଅଧିକ ବର୍ଷା ହୋଇଛି। ସେପ୍ଟମ୍ବର…
Read More...

ସୃଷ୍ଟି ହେଲା ଗଭୀର ଅବପାତ, ୧୨ ଘଣ୍ଟାରେ ବାତ୍ୟା ରୂପ ନେବ

ଭୁବନେଶ୍ବର, ୨୩।୧୦: ବଙ୍ଗୋପସାଗରରେ ବଳ ଗୋଟାଉଛି ସମ୍ଭାବ୍ୟ ବାତ୍ୟା ‘ସିତ୍ରାଙ୍ଗ’। ଗତକାଲି ସୃଷ୍ଟି ହୋଇଥିବା ଅବପାତ ଆଜି ଗଭୀର ଅବପାତରେ ପରିଣତ ହୋଇ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି ବୋଲି…
Read More...

ଓଡ଼ିଶାରେ ବାତ୍ୟା ଭୟ ନାହିଁ, ତଥାପି ଆମେ ପ୍ରସ୍ତୁତ: ଏସଆରସି

ଭୁବନେଶ୍ବର, ୨୧।୧୦: “ସମ୍ଭାବ୍ୟ ବାତ୍ୟାକୁ ନେଇ ଭୟଭୀତ ହେବାର କାରଣ ନାହିଁ । ଏହା ଓଡ଼ିଶା ଛୁଇଁବାର ନାହିଁ । ଓଡ଼ିଶା ଉପକୂଳରୁ ପ୍ରାୟ ୨୦୦କିମି ଦୂରରେ ସମୁଦ୍ର ଭିତରେ ସମାନ୍ତରାଳ ହୋଇ ବାଂଲାଦେଶ ଅଭିମୁଖେ ଅତିକ୍ରମ…
Read More...

ଆସନ୍ତାକାଲି ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦/୧୦: ଶୁକ୍ରବାର  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠିରୁ ୧୪.୭୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୯ଟି ପ୍ରକଳ୍ପର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହ…
Read More...