ସମ୍‌ରେ ମୃତ ବ୍ୟକ୍ତିଙ୍କ ଅଂଗ ପ୍ରତ୍ୟାରୋପଣ ନେଇ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ୨୫।୧୦:  ମୃତ ବ୍ୟକ୍ତିଙ୍କ ଶରୀରରୁ ଅଂଗ ପ୍ରତ୍ୟାରୋପଣ ନେଇ ପ୍ରସ୍ତୁତ କରାଯାଇଥିବା ନିୟମାବଳୀ ଉପରେ ସଚେତନତା ସୃଷ୍ଟି କାର୍ଯ୍ୟକ୍ରମ ଅନୁଷ୍ଠିତ। ସମ୍ ଅଲ୍ଟିମେଟ୍ ମେଡିକେୟାର ପକ୍ଷରୁ ଗତ ଶୁକ୍ରବାର ଏକ…
Read More...

୨୦୨୩-୨୪ ବାର୍ଷିକ ବଜେଟ୍ : ଡିସେମ୍ବର ୧୫ ସୁଦ୍ଧା ପ୍ରସ୍ତାବ ମାଗିଲା ଅର୍ଥ ବିଭାଗ

ଭୁବନେଶ୍ୱର, ୨୫।୧୦: ୨୦୨୨-୨୩ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ୍ ପାଇଁ ବିଭାଗଗୁଡ଼ିକ ପ୍ରସ୍ତୁତି କରୁଥିବା ବେଳେ ଡିସେମ୍ବର ୧୫ ତାରିଖ ସୁଦ୍ଧା ୨୦୨୩-୨୪ ଆର୍ଥିକ ବର୍ଷ ନିମନ୍ତେ ଚୂଡ଼ାନ୍ତ ପ୍ରସ୍ତାବ ପଠାଇବାକୁ ଅର୍ଥ…
Read More...

ପୂରା ଦେଶରୁ ଫେରିଗଲା ମୌସୁମୀ

ଭୁବନେଶ୍ବର, ୨୩।୧୦: ସମଗ୍ର ଦେଶରୁ ବିଦାୟ ନେଇଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ।  ରବିବାର ଭାରତୀୟ ପାଣିପାଗ ବିଭାଗ ଏହି ସୂଚନା ଦେଇଛି। ଚଳିତ ବର୍ଷ ମୌସୁମୀଜନିତ  ସ୍ୱଭାବିକଠାରୁ ଅଧିକ ବର୍ଷା ହୋଇଛି। ସେପ୍ଟମ୍ବର…
Read More...

ସୃଷ୍ଟି ହେଲା ଗଭୀର ଅବପାତ, ୧୨ ଘଣ୍ଟାରେ ବାତ୍ୟା ରୂପ ନେବ

ଭୁବନେଶ୍ବର, ୨୩।୧୦: ବଙ୍ଗୋପସାଗରରେ ବଳ ଗୋଟାଉଛି ସମ୍ଭାବ୍ୟ ବାତ୍ୟା ‘ସିତ୍ରାଙ୍ଗ’। ଗତକାଲି ସୃଷ୍ଟି ହୋଇଥିବା ଅବପାତ ଆଜି ଗଭୀର ଅବପାତରେ ପରିଣତ ହୋଇ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି ବୋଲି…
Read More...

ଓଡ଼ିଶାରେ ବାତ୍ୟା ଭୟ ନାହିଁ, ତଥାପି ଆମେ ପ୍ରସ୍ତୁତ: ଏସଆରସି

ଭୁବନେଶ୍ବର, ୨୧।୧୦: “ସମ୍ଭାବ୍ୟ ବାତ୍ୟାକୁ ନେଇ ଭୟଭୀତ ହେବାର କାରଣ ନାହିଁ । ଏହା ଓଡ଼ିଶା ଛୁଇଁବାର ନାହିଁ । ଓଡ଼ିଶା ଉପକୂଳରୁ ପ୍ରାୟ ୨୦୦କିମି ଦୂରରେ ସମୁଦ୍ର ଭିତରେ ସମାନ୍ତରାଳ ହୋଇ ବାଂଲାଦେଶ ଅଭିମୁଖେ ଅତିକ୍ରମ…
Read More...

ଆସନ୍ତାକାଲି ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦/୧୦: ଶୁକ୍ରବାର  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠିରୁ ୧୪.୭୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୯ଟି ପ୍ରକଳ୍ପର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହ…
Read More...

ଜୟପୁର ବିମାନ ବନ୍ଦରକୁ ମିଳିଲା ଲାଇସେନ୍ସ

ଭୁବନେଶ୍ବର, ୨୦।୧୦: ଆଦିବାସୀ ଅଧ୍ୟୁଷିତ କୋରାପୁଟ ଜିଲ୍ଲାକୁ ଖୁବଶୀଘ୍ର ବିମାନ ସଂଯୋଗ ସୁବିଧା ମିଳିବ। ଭାରତ ସରକାରଙ୍କ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ(ଡିଜିସିଏ) ପକ୍ଷରୁ କୋରାପୁଟର ଜୟପୁରସ୍ଥିତ ବିମାନ…
Read More...

ଓଏଏସ୍ ବଦଳି: ୪ ମେଡିକାଲ କଲେଜରେ ନୂଆ ପ୍ରଶାସନିକ ଅଧିକାରୀ

ଭୁବନେଶ୍ୱର, ୧୮।୧୦: ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ୍ ଅଧିକାରୀସ୍ତରରେ ଏକ ଅଦଳବଦଳ କରିଛନ୍ତି । ୪ ଜଣ ମହିଳା ଓଏଏସ୍ ଅଫିସରଙ୍କୁ ୪ଟି ସରକାରୀ ମେଡିକାଲ କଲେଜର ପ୍ରଶାସନିକ ଅଫିସର ଭାବେ ନିଯୁକ୍ତି ମିଳିଛି । ପ୍ରଥମଥର…
Read More...

ଆସୁଛି ବାତ୍ୟା: ସରକାରୀ ଅଧିକାରୀଙ୍କୁ ହେଡକ୍ୱାର୍ଟର ନଛାଡ଼ିବାକୁ ନିର୍ଦ୍ଦେଶ

ଭୁବନେଶ୍ବର, ୧୮।୧୦: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଏହାର ମୁକାବିଲା ନିମନ୍ତେ ଆଜି ରାଜ୍ୟ ସରକାର ଏକ ଉଚ୍ଚସ୍ତରୀୟ ବୈଠକ ଡାକି ପରିସ୍ଥିତିର ଆକଳନ କରିଛନ୍ତି। ଜିଲ୍ଲା ପ୍ରଶାସନ ଓ…
Read More...

ଆସନ୍ତା ୯ରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ଚନ୍ଦ୍ରଚୂଡ଼

ନୂଆଦିଲ୍ଲୀ, ୧୭।୧୦: ଦେଶର ୫୦ତମ ପ୍ରଧାନ ବିଚାରପତି(ସିଜେଆଇ) ଭାବେ ଶପଥ ନେବେ ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼। ତାଙ୍କୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି କରିବା ପାଇଁ ଦିଆଯାଇଥିବା…
Read More...