ସମଲିଙ୍ଗୀ ବିବାହର ସ୍ୱୀକୃତିକୁ କେନ୍ଦ୍ର ସରକାରଙ୍କ ବିରୋଧ, ସୁପ୍ରିମକୋର୍ଟରେ ଦାଖଲ କଲେ ସତ୍ୟପାଠ

ନୂଆଦିଲ୍ଲୀ, ୧୨।୩: ସମଲିଙ୍ଗୀ ବିବାହର ସ୍ୱୀକୃତିକୁ କେନ୍ଦ୍ର ସରକାରଙ୍କ ବିରୋଧ। ସୁପ୍ରିମକୋର୍ଟରେ ଦାଖଲ କଲେ ସତ୍ୟପାଠ। ଆଜି ସମଲିଙ୍ଗୀ ବିବାହକୁ ଅନୁମତି ଦେବା ପାଇଁ ହୋଇଥିବା ଆବେଦନକୁ କେନ୍ଦ୍ର ସରକାର ବିରୋଧ…
Read More...

ମାର୍ଚ୍ଚ ୧୫ରୁ ଓଡ଼ିଶା ଡ୍ରାଇଭର ମହାସଂଘର ଆନ୍ଦୋଳନ, ଷ୍ଟିୟରିଙ୍ଗ ଛାଡ଼ିବେ ୫ ଲକ୍ଷ ଚାଳକ

ଭୁବନେଶ୍ବର, ୧୨।୩: ୧୦ ଦଫା ଦାବି ନେଇ ଓଡ଼ିଶା ଡ୍ରାଇଭର ମହାସଂଘ ଆସନ୍ତା ୧୫ ତାରିଖ ଠରୁ ଷ୍ଟିୟରିଙ୍ଗ ଛାଡ଼ ଆନ୍ଦୋଳନ କରିବାକୁ ଯାଉଛି। ଏହି ଆନ୍ଦୋଳନରେ ମହାସଂଘର ୫ ଲକ୍ଷ ଡ୍ରାଇଭର ‌ସାମିଲ ହେବେ। ଡ୍ରାଇଭରମାନେ ଦାବି…
Read More...

ରାଜ୍ୟସଭାରେ କଂଗ୍ରେସ ଦଳର ଉପନେତା ଭାବେ ପ୍ରମୋଦ ତିଓ୍ଵାରୀ ଓ ସଚେତକ ଭାବେ ରଜନୀ ପାଟିଲଙ୍କୁ ମିଳିଲା ନିଯୁକ୍ତି

ନୂଆଦିଲ୍ଲୀ, ୧୧।୩: ପ୍ରମୋଦ ତିଓ୍ଵାରୀଙ୍କୁ ରାଜ୍ୟସଭାରେ ଦଳର ଉପନେତା ଭାବେ ନିଯୁକ୍ତ କରିବାକୁ କଂଗ୍ରେସ ଶନିବାର ଅନୁମୋଦନ କରିଛି। ଆନନ୍ଦ ଶର୍ମାଙ୍କ ପରେ ଖାଲି ପଡ଼ିଥିବା ଏହି ପଦବୀକୁ ଏବେ ସେ ନିଜ ହାତକୁ ନେବେ।…
Read More...

୫-ଟି ସଚିବଙ୍କ ସୁନ୍ଦରଗଡ ଗସ୍ତ: ମିଶନ ଶକ୍ତି ପ୍ରକଳ୍ପର ସମୀକ୍ଷା ସହ ପରିଦର୍ଶନ କଲେ ହକି ପ୍ରଶିକ୍ଷଣ କେନ୍ଦ୍ର

ରାଉରକେଲା, ୧୧।୩: ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି.କେ ପାଣ୍ଡିଆନ‌ ଦ୍ବିଦିବସୀୟ ସୁନ୍ଦରଗଡ଼ ଗସ୍ତରେ ଆସି ଆଜି ଦ୍ବିତୀୟ ଦିନରେ ବଣାଇଁ ଉପଖଣ୍ଡର ଚାରୋଟି ବ୍ଲକ ସମେତ ବିରମିତ୍ରପୁର…
Read More...

ଅଫେରା ରାଇଜରେ ଅଭିନେତା ସତୀଶ କୌଶିକ, ୬୬ ବର୍ଷ ବୟସରେ ଦୁନିଆକୁ ଦେଲେ ବିଦାୟ

ମୁମ୍ବାଇ, ୯/୩ : ବଲିଉଡ୍‌ର ପ୍ରସିଦ୍ଧ ଅଭିନେତା ତଥା ନିର୍ଦ୍ଦେଶକ ସତୀଶ କୌଶିକଙ୍କ ପରଲୋକ ହୋଇଛି। ୬୬ ବର୍ଷ ବୟସରେ ସେ ଦୁନିଆକୁ ବିଦାୟ ଦେଇଛନ୍ତି। ତାଙ୍କ ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ। ସତୀଶଙ୍କ ବନ୍ଧୁ…
Read More...

ରାଜ୍ୟ ଟିକା ସଂରକ୍ଷଣ ଭଣ୍ଡାର, ୪ଟି ଜିଲ୍ଲା ପାଇଁ ୫ଟି ରକ୍ତ ସଂଗ୍ରହ ଯାନ ଲୋକାର୍ପିତ

ଭୁବନେଶ୍ବର ୯।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟାରେ ରାଜ୍ୟ ଟିକା ସଂରକ୍ଷଣ ଭଣ୍ଡାର ଓ ୯ଟି ଆଞ୍ଚଳିକ ଟିକା ସଂରକ୍ଷଣ କେନ୍ଦ୍ର ପାଇଁ ୧୦ଟି ‘ତାପ ସଂରକ୍ଷିତ ଯାନ’ ଏବଂ ଅତ୍ୟାଧୁନିକ ରକ୍ତ ସଂଗ୍ରହ ଓ…
Read More...

ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକରେ ୧୨ଟି ପ୍ରସ୍ତାବ ଉପରେ ଲାଗିଲା ‌ମୋହର

ଭୁବନେଶ୍ବର, ୯।୩: ରାଜ୍ୟ କ୍ୟାବିନେଟ୍‌ରେ ଗୁରୁବାର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ୧୨ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ଏଥିରେ…
Read More...

ହୋଲିରେ ରାଜଧାନୀ ଉପରେ ପୁଲିସର ରହିବ କଡ଼ା ନଜର, ନିଶା ଖାଇ ମଉଜ ନ କରିବାକୁ ଚେତାବନୀ

ଭୁବନେଶ୍ୱର, ୭।୩: ରାଜଧାନୀରେ ହୋଳି ପାଳନ ବେଳେ ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏନେଇ ଭୁବନେଶ୍ୱର ଡିସିପି  ପ୍ରତୀକ ସିଂ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜଧାନୀରେ ସକାଳ ୭ଟାରୁ ଅପରାହ୍ଣ ୩ଟା ଯାଏ…
Read More...

ନିଲାମ ହେଲା ରାଜ୍ୟର ୨ ଖଣି: ୨,୨୫୦ କୋଟି ପୁଞ୍ଜିନିବେଶ ସମ୍ଭାବନା, ୨୦,୨୮୦ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ, ୭।୩: କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶାର ଦୁଇଟି କୋଇଲା ଖଣି ନିଲାମ କରାଯାଇଛି। ଗତ ମାସ ୨୭ ତାରିଖଠାରୁ ଆରମ୍ଭ ହୋଇଥିବା ଇ-ନିଲାମୀର ଅଷ୍ଟମ ଦିନରେ ଏହି ଖଣି ଦୁଇଟି ନିଲାମ ହୋଇଛି। ଏଥିମଧ୍ୟରୁ ଗୋଟିଏ…
Read More...

ନୂଆ ରୂପରେ ଲୋକାର୍ପିତ ହେଲା ଡାକୋଟା: ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୫।୩: ଆଜି ଭୁବନେଶ୍ବର ବିମାନବନ୍ଦର ସମ୍ମୁଖରେ ଡାକୋଟା ବିମାନକୁ ସର୍ବସାଧାରଣଙ୍କ ପାଇଁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ମନ୍ତ୍ରୀ ଟୁକୁନି ସାହୁ, ୫ଟି ସଚିବ ଭି କେ…
Read More...