ଜିରୋ ନାଇଟ୍ କଟକଣା, ମଧ୍ୟରାତ୍ରି ପରେ ନାଚଗୀତ ବନ୍ଦ

ଭୁବନେଶ୍ୱର: ଜିରୋ ନାଇଟ୍ ପାଇଁ କମିସନରେଟ ପୁଲିସ ପକ୍ଷରୁ କଟକଣା  ଲାଗୁ ହୋଇଛି।  ୩୧ ଡିସେମ୍ବରରେ ଜିରୋ ନାଇଟ୍ ପାଳନ ପାଇଁ  ନିର୍ଦ୍ଦେଶାବଳୀ ଜାରି ହୋଇଛି। ମଧ୍ୟରାତ୍ରି ପରେ ମ୍ୟୁଜିକ ଏବଂ ସାଉଣ୍ଡ ସିଷ୍ଟମକୁ…
Read More...

ଶୀତକାଳୀନ ଛୁଟି ପାଇଁ ଡିସେମ୍ବର ୨୫ରୁ ଓଡ଼ିଶା ହାଇକୋର୍ଟ ବନ୍ଦ

କଟକ: ଓଡ଼ିଶା ହାଇକୋର୍ଟଙ୍କ ପକ୍ଷରୁ ଡିସେମ୍ବର ୨୫ ତାରିଖରୁ ଶୀତକାଳୀନ ଛୁଟି ଘୋଷଣା କରାଯାଇଛି। ଫଳରେ ବୁଧବାର ନିୟମିତ କୋର୍ଟ ଅଧିବେଶନର ଶେଷ କାର୍ଯ୍ୟ ଦିବସ ରହିଛି। ୫ ଜାନୁଆରି ୨୦୨୬ ସୋମବାର ଠାରୁ କୋର୍ଟ…
Read More...

ଓଡ଼ିଶାବାସୀଙ୍କୁ ମିଳିଲା ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର: ଉନ୍ନୟନ କମିସନର ଅନୁ ଗର୍ଗଙ୍କ ପଦୋନ୍ନତି ହୋଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଶ୍ରୀମତୀ ଗର୍ଗଙ୍କୁ ନୂଆ ଦାୟିତ୍ବ ମିଳିଛି। ଆସନ୍ତା ୩୧ରେ ମୁଖ୍ୟ ସଚିବ ମନୋଜ…
Read More...

ନ୍ୟାସନାଲ ହେରାଲ୍ଡ ମାମଲାରେ ସୋନିଆ, ରାହୁଲଙ୍କୁ ହାଇକୋର୍ଟ ନୋଟିସ୍

ନୂଆଦିଲ୍ଲୀ, 22/11: ନ୍ୟାସନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ଆଇନଗତ ସମସ୍ୟା ଦୂର ହୋଇଥିବା ପରି ମନେହେଉ ନାହିଁ। ଦିଲ୍ଲୀ ହାଇକୋର୍ଟ ସୋନିଆ ଗାନ୍ଧୀ ଏବଂ…
Read More...

ମର୍କତନଗର ଥାନାର ଦ୍ବାରସ୍ଥ ହେଲେ ହ୍ୟୁମାନ ସାଗରଙ୍କ ମାଆ

କଟକ: ‌କଟକ ସେକ୍ଟର ୭ରେ ଥିବା ମର୍କତନଗର ଥାନାରେ ଏତଲା ଦେଲେ ଦିବଂଗତ ହ୍ୟୁମାନ ସାଗରଙ୍କ ମାଆ ଶେଫାଳି ସୁନା। ପୁଅର ସନ୍ଦେହଜନକ ମୃତ୍ୟୁକୁ ନେଇ ତଦନ୍ତ ଦାବି କଲେ ସେ। ପୁଅକୁ ନିର୍ଯାତନା ଦିଆଯିବା, ଷଡ଼ଯନ୍ତ୍ର,…
Read More...

୨୦୩୬ ସୁଦ୍ଧା ଓଡ଼ିଶାର ପ୍ରତ୍ୟେକ ଜିଲ୍ଲାରେ ବିଶ୍ୱସ୍ତରୀୟ ରୋଗ ନିର୍ଣ୍ଣୟ ଏବଂ ପରୀକ୍ଷଣ କେନ୍ଦ୍ର ସ୍ଥାପନ ହେବ:…

ଭୁବନେଶ୍ୱର, ୨୧/୧୨: ଓଡ଼ିଶାରେ ସ୍ୱାସ୍ଥ୍ୟ ସେବାକୁ ସୁଦୃଢ଼ କରିବା ଦିଗରେ ରାଜ୍ୟ ସରକାର ଅନେକ ପଦକ୍ଷେପ ହାତକୁ ନେଉଛନ୍ତି। ଭିଜନ୍ ଓଡ଼ିଶା ୨୦୩୬ ନିମନ୍ତେ ରାଜ୍ୟ ସରକାର ମହତ୍ୱକାଂକ୍ଷୀ ଯୋଜନା ପ୍ରସ୍ତୁତ କରୁଥିବା ବେଳେ…
Read More...

ବିଧାୟକମାନଙ୍କ ଦରମା ଓ ଭତ୍ତା ବୃଦ୍ଧିର ପୁନର୍ବିଚାର କରିବାକୁ ଦାବି କଲା ବିଜେଡି

ଭୁବନେଶ୍ବର: ଲୋକମତକୁ ସମ୍ମାନ ଜଣାଇ ବିଧାୟକମାନଙ୍କ ଦରମା ଓ ଭତ୍ତା ବୃଦ୍ଧିର ପୁନର୍ବିଚାର କରିବାକୁ ଗତକାଲି ବିଜେପି ବିଧାୟକମାନେ ଲିଖିତ ଭାବେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ଏଣେ ଆଜି ବିଜେଡି ବିଧାୟକମାନେ…
Read More...

ଭୁବନେଶ୍ୱରରେ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ଲାଗି ୯୩.୦୯ କୋଟିର ଆର୍ଥିକ ଅନୁଦାନ

ଭୁବନେଶ୍ୱର: ସଂଶୋଧିତ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ଯୋଜନାର ଦ୍ୱିତୀୟ ପର୍ଯ୍ୟାୟରେ ଭୁବନେଶ୍ୱର ଇନଫୋଭ୍ୟାଲି ଠାରେ ଏକ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ନିର୍ମାଣକୁ ମଞ୍ଜୁରି ମିଳିଛି। ଆଜି ରାଜ୍ୟସଭାରେ ଏହି…
Read More...

ଗ୍ରେଟର୍‌ ବ୍ରହ୍ମପୁର ପାଇଁ ଡିପିଆର୍‌ କର: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର, ୧୮/୧୨: ବହୁଦିନର ଦାବିକୁ ବିଜେଡି ଉପେକ୍ଷା କରୁଥିଲା। ବ୍ରହ୍ମପୁର ସହରର କଳେବର ବଢ଼ିବାକୁ କେହି ଗୁରୁତ୍ବ ଦେଉନଥିଲେ। ଯଦିଓ ଗତ କିଛି ମାସ ହେଲା ତତ୍ପରତା ଆରମ୍ଭ ହୋଇଥିଲା, ତାହା କେବଳ କାଗଜକଲମରେ। ଆଜି…
Read More...

ସରକାରୀ ଆୟୁର୍ବେଦିକ୍ ଓ ହୋମିଓପ୍ୟାଥିକ୍ ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୧୬/୧୨: ସରକାରୀ ଆୟୁର୍ବେଦିକ୍ ଓ ହୋମିଓପ୍ୟାଥିକ୍ ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟର ବିଭିନ୍ନ ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜରେ…
Read More...