କଳିଙ୍ଗ ଷ୍ଟାଡିୟମରେ କ୍ରୀଡା ଭିତ୍ତିଭୂମି ପ୍ରକଳ୍ପର ସମୀକ୍ଷା କଲେ ୫ଟି ସଚିବ

ଭୁବନେଶ୍ୱର,୧୨/୧୧: କଳିଙ୍ଗ ଷ୍ଟାଡିୟମରେ ୫-ଟି ଅଧୀନରେ ହେଉଥିବା କ୍ରୀଡ଼ା ଭିତ୍ତିଭୂମି ପ୍ରକଳ୍ପର ସମୀକ୍ଷା କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ। ଏହି ପ୍ରକଳ୍ପରେ ଦେଶର ପ୍ରଥମ ଇଣ୍ଡୋର ଆଥ୍‌ଲେଟିକ୍ସ ଷ୍ଟାଡିୟମ, …
Read More...

ଅବସରପ୍ରାପ୍ତ ଓଏଏସ୍ ଅଜିତ୍ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି

ଭୁବନେଶ୍ୱର,୧୧/୧୧: ରାଜ୍ୟ ସରକାର ଆଜି ଅବସରପ୍ରାପ୍ତ ଓଏଏସ୍ ଅଜିତ୍ କୁମାର ମିଶ୍ରଙ୍କ କାର୍ଯ୍ୟକାଳ ପୁଣିଥରେ ଆଉ ଏକବର୍ଷ ପାଇଁ ବୃଦ୍ଧି କରିଛନ୍ତି । ଶ୍ରୀ ମିଶ୍ର ଏବେ ପଶ୍ଚିମଓଡ଼ିଶା ବିକାଶ ପରିଷଦର ମୁଖ୍ୟ…
Read More...

ଖଗେଶ୍ବରଙ୍କୁ ରିମାଣ୍ଡରେ ନେଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ, ଆର୍ଥିକ କାରବାରର କରିବ ଖୋଲତାଡ଼

ଭୁବନେଶ୍ୱର,୧୧/୧୧: ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲାର ଅନ୍ୟତମ ସହଯୋଗୀ ଖଗେଶ୍ବରଙ୍କୁ ରିମାଣ୍ଡରେ ନେଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ୧୦ ଦିନ ପାଇଁ ଖଗେଶ୍ୱରଙ୍କୁ ରିମାଣ୍ଡରେ ନେଇଛି ଇଡି। ଆର୍ଥିକ…
Read More...

ଭାରତକୁ ସୁସମୃଦ୍ଧ କରିବାର ଅଭିଯାନ ଓଡ଼ିଶାରୁ ଆରମ୍ଭ ହେଉ: ରାଷ୍ଟ୍ରପତି

ଭୁବନେଶ୍ବର, ୧୦।୧୧:ରାଜ୍ୟଗୁଡ଼ିକର ବିକାଶରେ ହିଁ ସମଗ୍ର ଭାରତର ବିକାଶ ନିହିତ। ସମୃଦ୍ଧ ଭାରତକୁ ସୁସମୃଦ୍ଧ କରିବାର ଅଭିଯାନ ଓଡ଼ିଶାରୁ ଆରମ୍ଭ ହେଉ ଓ ଏହା ମୋର ଆନ୍ତରିକ ଇଚ୍ଛା, ଆଉ ଏ ମାଟିର ଝିଅ ଭାବେ ଓଡ଼ିଶା ବିଷୟରେ…
Read More...

ସବୁ ଜିଲ୍ଲାରେ କାର୍ଯ୍ୟକାରୀ ହେବ ମିଲେଟ୍ ମିଶନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୧୦।୧୧: ପୁଷ୍ଟି ସହ ସମୃଦ୍ଧି ଯୋଡି ହୋଇ ରହିଛି । ଆଜି ହେଉଛି ସମୃଦ୍ଧିର ଦେବୀ ମା’ ଲକ୍ଷ୍ମୀଙ୍କ ପୂଜାର ଦିନ । ଆଜି ଦିନଟିକୁ ଓଡିଶା ସରକାର ମାଣ୍ଡିଆ ଦିବସ ଭାବରେ ପାଳନ କରୁଛନ୍ତି। ପ୍ରତିବର୍ଷ ନଭେମ୍ବର…
Read More...

ରାଷ୍ଟ୍ରପତିଙ୍କ ସମ୍ମାନରେ ଭୁବନେଶ୍ବରରେ ୧୦ ତାରିଖ ଅଧା ଦିନ ସରକାରୀ ଛୁଟି

ଭୁବନେଶ୍ବର, ୯।୧୧: ରାଷ୍ଟ୍ରପତି ହେବା ପରେ ଆସନ୍ତାକାଲି ପ୍ରଥମ ଥର ପାଇଁ ନିଜ ଗୃହ ରାଜ୍ୟକୁ ଆସୁଥିବା ଦେଶର ପ୍ରଥମ ଆଦିବାସୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସମ୍ମାନରେ ରାଜ୍ୟ ସରକାର ସମଗ୍ର ଭୁବନେଶ୍ୱର ମହାନଗର…
Read More...

୧ ଘଣ୍ଟା ୧୩ ମିନିଟ ଧରି ଦୃଶ୍ୟମାନ ହେଲା ଚନ୍ଦ୍ରଗ୍ରହଣ

ଭୁବନେଶ୍ୱର, ୮।୧୧: ମହାକାଶରେ ଦେଖିବାକୁ ମିଳିଲା ମହାଜାଗତିକ ଦୃଶ୍ୟ ସହ ଚଳିତ ବର୍ଷର ଶେଷ ଚନ୍ଦ୍ର ଗ୍ରହଣ। ସମୁଦାୟ ୧ ଘଣ୍ଟା ୧୨ ମିନଟ୍ ୪୮ ସେକଣ୍ଡ ଧରି ଚନ୍ଦ୍ରଗ୍ରହଣ ଦୃଶ୍ୟମାନ ହୋଇଥିଲା। ରାଜଧାନୀ ଭୁବନେଶ୍ୱରରେ…
Read More...

୧୦ରେ ଆସୁଛନ୍ତି ରାଷ୍ଟ୍ରପତି, ବ୍ଲୁ ବୁକ୍‌ ଅନୁସାରେ ରାଷ୍ଟ୍ରପତିଙ୍କ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ବର, ୮।୧୧: ଆସନ୍ତା ୧୦ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ସୁରକ୍ଷା କଡ଼ାକଡ଼ି କରିଛି କମିସନରେଟ୍ ପୋଲିସ। ବ୍ଲୁ ବୁକ୍ ଅନୁସାରେ ସୁରକ୍ଷା ବ୍ୟବସ୍ଥା ଗ୍ରହଣ…
Read More...

ଧାମନଗର ଉପନିର୍ବାଚନରେ ବିଜେପିର ବାଜିମାତ୍

ଭଦ୍ରକ,୬।୧୧: ଧାମନଗର ଉପନିର୍ବାଚନରେ ବିଜେପି ବାଜି ମାରିଛି। ପୁଣି ଥରେ ଫୁଟିଛି ପଦ୍ମ।  ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ବିଜୟୀ ହୋଇଛନ୍ତି। ତାଙ୍କ ନିକଟତମ ପ୍ରତିଦ୍ବନ୍ଦ୍ବୀ  ବିଜେଡି ପ୍ରାର୍ଥୀ ଅବନ୍ତୀ…
Read More...

ଡିସେମ୍ବର ୫ରେ ପଦ୍ମପୁର ବିଧାନସଭା ଉପନିର୍ବାଚନ

ଭୁବନେଶ୍ୱର, ୬।୧୧: ବରଗଡ଼ ଜିଲ୍ଲାର ପଦ୍ମପୁର ବିଧାନସଭା ଆସନ ପାଇଁ ଆସନ୍ତା ଡିସେମ୍ବର ୫ ତାରିଖରେ ଉପନିର୍ବାଚନ ଅନୁଷ୍ଠିତ ହେବ। ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ଭିଡ଼ିଓ କନ୍‌ଫରେନ୍ସ ମାଧ୍ୟମରେ…
Read More...