ଇଡିରେ ହାଜର ହେଲେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି

ଭୁବନେଶ୍ବର, ୫/୩: ଇଡିରେ ହାଜର ହେଲେ ଭଦ୍ରକ ଜିଲ୍ଲାର ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ। ବରପଦା ଇଞ୍ଜିନିୟରିଂ କଲେଜ ଜମି ମାମଲାରେ ଜେରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ…
Read More...

୫ ମେଡିକାଲ କଲେଜର ଟିଚିଂ ହସ୍ପିଟାଲ ଉଦ୍‌ଘାଟିତ: ୪ ମେଡିକାଲ କଲେଜର ରୂପାନ୍ତର ପାଇଁ ଭିତ୍ତିପ୍ରସ୍ତର

ଭୁବନେଶ୍ବର, ୩/୩: ରାଜ୍ୟର ସ୍ୱାସ୍ଥ୍ୟ ଶିକ୍ଷା ଓ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆଜି ଏକ ନୂଆ ଫର୍ଦ୍ଦ ଯୋଡ଼ି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜ ଗୁଡ଼ିକରେ ଟିଚିଂ…
Read More...

ନିର୍ମାଣ ଶ୍ରମିକମାନଙ୍କ ପାଇଁ ଖୁସି ଖବର ଦେଲେ ରାଜ୍ୟ ସରକାର: ବଢ଼ିଲା ପେନ୍‌ସନ୍‌

ଭୁବନେଶ୍ବର, ୩/୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ମାଣ ଶ୍ରମିକମାନଙ୍କ ପେନ୍‌ସନ ବୃଦ୍ଧି ସଂପର୍କରେ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ‘ଓଡ଼ିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ…
Read More...

ସାମୟିକ କଳା ଓ କ୍ରୀଡ଼ା ଶିକ୍ଷକଙ୍କ ପାରିଶ୍ରମିକ ୧୦ ହଜାର ଟଙ୍କାକୁ ବୃଦ୍ଧି

ଭୁବନେଶ୍ବର, ୨/୩: ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ନିୟୋଜିତ ସାମୟିକ କଳା ଓ କ୍ରୀଡା ପ୍ରଶିକ୍ଷକ ମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ସାତ ହଜାର ଟଙ୍କାରୁ ଦଶ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି।…
Read More...

ବିଜେଡିରୁ ଇସ୍ତଫା ଦେଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି

ଭୁବନେଶ୍ବର, ୨/୩: ଜୟଦେବ ବିଧାୟକ ଅରବିନ୍ଦ ଢାଲି ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀଙ୍କୁ ପଠାଇଛନ୍ତି। ସାଧାରଣ ନିର୍ବାଚନ ପୂର୍ବରୁ ଅରବିନ୍ଦ ବିଜେଡି ଛାଡିଥିବା ବେଳେ ଆସନ୍ତାକାଲି…
Read More...

ମାର୍ଚ୍ଚ ଆରମ୍ଭରୁ ମହଙ୍ଗା ମାଡ଼: ବଢ଼ିଲା ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ, ୧/୩: ମାର୍ଚ୍ଚ ଆରମ୍ଭରୁ ଉପଭୋକ୍ତାଙ୍କ ଉପରେ ମହଙ୍ଗା ମାଡ଼ ଆରମ୍ଭ ହୋଇଛି। ତୈଳ କମ୍ପାନୀଗୁଡ଼ିକ ମାର୍ଚ୍ଚ ୧ରୁ ଗ୍ୟାସ ସିଲିଣ୍ଡର ଦରକୁ ସଂଶୋଧନ କରିଛନ୍ତି। କମ୍ପାନୀଗୁଡିକ ପକ୍ଷରୁ ଶୁକ୍ରବାର ସକାଳେ…
Read More...

ବରମୁଣ୍ଡା ବସ ଟର୍ମିନାଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର, ୧/୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ବରମୁଣ୍ଡାଠାରେ ୫-ଟି ଉପକ୍ରମରେ ନବନିର୍ମିତ ବାବା ସାହେବ ଭୀମ୍‌ରାଓ ଆମ୍ବେଦକର ବସ୍‌ ଟର୍ମିନାଲର ଶୁଭ ଉଦ୍‌ଘାଟନ କରିଛନ୍ତି। ବରମୁଣ୍ଡା ବସଷ୍ଟାଣ୍ଡ…
Read More...

ପ୍ରଶାନ୍ତ ଜଗଦ୍ଦେବଙ୍କ ପରେ ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ନବୀନ ନନ୍ଦ, ଭାଦବ ହାଂସଦା

ଭୁବନେଶ୍ବର, ୨୯/୨: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ପରେ ଆଜି ବିଜେପିରେ ଦୁଇଜଣ ପୂର୍ବତନ ବିଧାୟକ ସାମିଲ ହୋଇଛନ୍ତି। ଢେଙ୍କାନାଳର ପୂର୍ବତନ ବିଧାୟକ ନବୀନ ନନ୍ଦ ଏବଂ ସାରସକଣାର ପୂର୍ବତନ ବିଜେଡ଼ି ବିଧାୟକ…
Read More...

ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୮ଟି ପ୍ରସ୍ତାବକୁ ମଞ୍ଜୁରୀ; ନିୟମିତ ହେବେ ୫୦୪ ଠିକା ଅଙ୍ଗନୱାଡ଼ି ସୁପରଭାଇଜର

ଭୁବନେଶ୍ୱର, ୨୯/୨: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଆଜି ବଡ଼ ନିଷ୍ପତ୍ତି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୮ଟି ପ୍ରସ୍ତାବ ଉପରେ କ୍ୟାବିନେଟର ମୋହର…
Read More...

ରତ୍ନଭଣ୍ଡାର ପାଇଁ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୨୯/୧: ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ…
Read More...