ମୁଖ୍ୟମନ୍ତ୍ରୀ ପାଇବେ ସମ୍ମାନଜନକ ‘କ୍ୟାପିଟାଲ ଫାଉଣ୍ଡେସନ ପୁରସ୍କାର’

ଭୁବନେଶ୍ବର, ୨୯।୮: ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରାଯିବ ସମ୍ମାନଜନକ କ୍ୟାପିଟାଲ ଫାଉଣ୍ଡେସନ ଜୀବନବ୍ୟାପୀ ସାଧନା ପୁରସ୍କାର। ତାଙ୍କର ଅସାଧାରଣ ନେତୃତ୍ବ କୌଶ​ଳ ପାଇଁ ତାଙ୍କୁ ଏହି ପୁରସ୍କାର…
Read More...

୧୦ ବର୍ଷରୁ ଅଧିକ କାର୍ଯ୍ୟ କରିଥିବା କର୍ମଚାରୀଙ୍କୁ ନିୟମିତ କର: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

କଟକ, ୨୮/୮: ଯେଉଁମାନେ କୌଣସି ପଦବିରେ ୧୦ ବର୍ଷରୁ ଅଧିକ ସମୟ ଧରି କାର୍ଯ୍ୟ କରି ଆସୁଛନ୍ତି ସେମାନଙ୍କୁ ରାଜ୍ୟ ସରକାର ନିୟମିତ କରିବା ଲାଗି ପଦକ୍ଷେପ ନେବା ଉଚିତ୍‌। ଏହିଭଳି ଯେତେ କର୍ମଚାରୀ ଅଛନ୍ତି ସମସ୍ତଙ୍କ ପାଇଁ…
Read More...

ସୋଆ ଏନ୍‌ଏସ୍‌ଏସ୍ ତରଫରୁ ବନ୍ୟା ବିପନ୍ନଙ୍କୁ ସହାୟତା

ଭୁବନେଶ୍ୱର, ୨୭/୮: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏନ୍‌.ଏସ୍‌.ଏସ୍ ଶାଖା ପକ୍ଷରୁ ଗୁରୁବାର ବନ୍ୟା ପ୍ରପୀଡିତମାନଙ୍କୁ ରିଲିଫ୍ ବଂଟନ କରାଯାଇଥିଲା। ସୋଆର ଛାତ୍ରଛାତ୍ରୀ ଓ ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀମାନଙ୍କୁ ନେଇ ଏକ…
Read More...

କ୍ୟାରିୟର୍ ୩୬୦ ରାକିଙ୍ଗସ୍ : ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଦେଶର ଶ୍ରେଷ୍ଠ ୧୨ ତମ ମେଡିକାଲ୍ କଲେଜ

ଭୁବନେଶ୍ୱର, ୨୭/୮: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଫ୍ୟାକଲ୍ଟି ଅଫ୍ ମେଡିକାଲ୍ ସାଇନ୍‌ସେସ୍‌, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଦେଶର ଶ୍ରେଷ୍ଠ ୧୨ ତମ ମେଡିକାଲ୍ କଲେଜ ଭାବେ…
Read More...

‘ନୂଆଖାଇ’ରେ ୨ ଦିନ ସରକାରୀ ଛୁଟି ପାଇଁ ବିରୋଧୀ ଦଳ ନେତାଙ୍କ ଦାବି

ଭୁବନେଶ୍ବର, ୨୬।୮: ପଶ୍ଚିମ ଓଡ଼ିଶାର ଗଣପର୍ବ ‘ନୂଆଖାଇ’ରେ ୨ ଦିନ ସରକାରୀ ଛୁଟି ଘୋଷଣା କରିବା ପାଇଁ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର ଦାବି କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ୨ ପୃଷ୍ଠାର…
Read More...

ରାଇରଙ୍ଗପୁରରେ ହେବ ରାଷ୍ଟ୍ରପତିଙ୍କ ପାଇଁ ସ୍ୱତନ୍ତ୍ର ସର୍କିଟ ହାଉସ୍‌

ଭୁବନେଶ୍ବର, ୨୬।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଘର ରାଇରଙ୍ଗପୁର ସହରରେ ତାଙ୍କ ଅସ୍ଥାୟୀ ରହଣୀ ନିମନ୍ତେ ସ୍ୱତନ୍ତ୍ର ସର୍କିଟ ହାଉସ୍ ନିର୍ମାଣ ହେବ। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବେ ପ୍ରାୟ ୫୦କୋଟି…
Read More...

ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ଆଉ ୬ ମାସ ବଢ଼ିଲା

ଭୁବନେଶ୍ଵର, ୨୪/୦୮: ଆଉ ୬ ମାସ ବଢ଼ିଲା ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ। ଏନେଇ ପର୍ସନେଲ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ସରକାରଙ୍କୁ ଅବଗତ କରାଯାଇଛି। ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ୬ ମାସ…
Read More...

ସେପ୍ଟେମ୍ବର ୩ରୁ ସ୍ବତନ୍ତ୍ର ଓଜେଇଇ, ୪ଟି ସିଫ୍ଟରେ ହେବ ପରୀକ୍ଷା

ଭୁବନେଶ୍ବର, ୨୪।୮: ଆସନ୍ତା ସେପ୍ଟେମ୍ବର ୩ ତାରିଖ ଠାରୁ ସ୍ବତନ୍ତ୍ର ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଅନୁଷ୍ଠିତ ହେବ। ସେପ୍ଟେମ୍ବର ୩, ୪ ଓ ୭ ତାରିଖରେ ଏହି ପରୀକ୍ଷା ହେବ। କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ…
Read More...

ସୋଆରେ ଗାଜର ଘାସ ନିରାକରଣ ସଚେତନତା ସପ୍ତାହ ଅବସରରେ ପ୍ରଶ୍ନୋତ୍ତର ଏବଂ ପ୍ରବନ୍ଧ ପ୍ରତିଯୋଗିତା

ଭୁବନେଶ୍ୱର , ୨୪/୮: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ ଅଫ ଏଗ୍ରିକଲଚରାଲ ସାଇନ୍ସସେସ୍‌ରେ ଗାଜର ଘାସ ନିରାକରଣ ସଚେତନତା ସପ୍ତାହ ଉପଲକ୍ଷେ ସୋମବାର ପ୍ରଶ୍ନୋତ୍ତର ଏବଂ ପ୍ରବନ୍ଧ ପ୍ରତିଯୋଗିତା…
Read More...

ଶିକ୍ଷା ଓ ଗବେଷଣା କ୍ଷେତ୍ରକୁ ଅଧିକ ସୁଦୃଢ଼ କରିବା ନିମନ୍ତେ ସୋଆ ଏବଂ ସିଫା ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର , ୨୪/୮: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ଆଇସିଏଆର୍‌-ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଫ୍ରେସ୍‌ୱାଟର୍ ଆକ୍ୱାକଲ୍‌ଚର୍ (ସିଫା) ମଧ୍ୟରେ ବିଭିନ୍ନ ବିଷୟରେ ଶିକ୍ଷା ପ୍ରଦାନ ଓ ଗବେଷଣା ନିମନ୍ତେ ବୁଧବାର…
Read More...